ଫୋନି ପ୍ରଭାବିତଙ୍କୁ ମାଗଣାରେ କିରୋସିନ୍‌ ଯୋଗାଇବ ଅଏଲ ଇଣ୍ଡିଆ

ଭୁବନେଶ୍ୱର: ଫୋନି ପ୍ରଭାବିତ ଲୋକଙ୍କୁ ମାଗଣାରେ କିରୋସିନ୍ ଯୋଗାଣ ଲାଗି ରାଜ୍ୟ ସରକାରଙ୍କୁ ୩ କୋଟି ୨୦ ଲକ୍ଷ ଟଙ୍କା ଦେଇଛି ଅଏଲ ଇଣ୍ଡିଆ ଲିମିଟେଡ୍ । ଅଏଲ୍ ଇଣ୍ଡିଆ ଲିମିଟେଡ୍‌ ଜେନେରାଲ୍ ମ୍ୟାନେଜର ରାଜୀବ ସିଂଘଲ ଆଜି ଏ ବାବଦ ଚେକ୍ ରାଜ୍ୟ ସରକାରଙ୍କୁ ପ୍ରଦାନ କରିଛନ୍ତି ।

ପୂର୍ବରୁ ବାତ୍ୟା ବିପନ୍ନଙ୍କୁ ୧୦ଲକ୍ଷ ଲିଟର କିରୋସିନ୍ ଯୋଗାଇ ଦେବାକୁ କେନ୍ଦ୍ର ପେଟ୍ରୋଲିୟମ୍ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଚିଠି ଲେଖିଥିଲେ ମୁଖ୍ୟମନ୍ତ୍ରୀ ନବୀନ ଟ୍ଟନାୟକ। ତେବେ କିରୋସିନ ବଦଳରେ ତୈଳ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରାଳୟ ପକ୍ଷରୁ ଏବାବଦକୁ ଆବଶ୍ୟକ ଅର୍ଥ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଜଣାଇଥିଲେ ଧର୍ମେନ୍ଦ୍ର।

 

ଆହୁରି ପଢ଼ନ୍ତୁ

ଓଟିଭି ଏମ୍‌ଡିଙ୍କ ବିରୋଧରେ ପୁଣି ଏକ ଅଭିଯୋଗ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪, ୩୫୬ କରୋନା ଆକ୍ରାନ୍ତ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା‌

ଜବତ ହେଲା ବିପୁଳ ନକଲି କରୋନା ଔଷଧ

ବିଧାନସଭାର ମୌସୁମୀ ଅଧିବେଶନ; ରବିବାର ବି ଚାଲିବ ଗୃହକାର୍ଯ୍ୟ

ବିଧାନସଭା ମୌସୁମୀ ଅଧିବେଶନ; କଭରେଜ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କର ହେବ କରୋନା ଟେଷ୍ଟ

ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ଚିଠି ଲେଖିଲେ ନବୀନ

ନାଳରେ ପଶିଗଲା ଚଳନ୍ତା କାର

ବନ୍ଦ ହୋଇଯିବ କି ରାଜଧାନୀର ଦୋକାନ?

ଦିନକରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱରରୁ ୩୨୬ କରୋନା ପଜିଟିଭ ଚିହ୍ନଟ, ୨୫୬ ଲୋକାଲ କଣ୍ଟାକ୍ଟ

You might also like