ପ୍ରକାଶ ପାଇଲା OJEE ପରୀକ୍ଷା ସୂଚୀ

ଭୁବନେଶ୍ୱର: ପ୍ରକାଶ ପାଇଲା OJEE ପରୀକ୍ଷା ସୂଚୀ। OJEE ପରୀକ୍ଷା ଦୈନିକ ତିନିଟି ସିଫ୍‌ଟରେ ହେବ। ଅକ୍ଟୋବର ୧୨ରୁ ୧୯ ତାରିଖ ଯାଏ ହେବ OJEE ପରୀକ୍ଷା। ସକାଳ ୯ରୁ ୧୧, ଦିନ ୧୨ଟା୩୦ରୁ ୨ଟା୩୦ ଓ ୪ଟାରୁ ୬ଟା ଯାଏ ହେବ ପରୀକ୍ଷା। କମ୍ପ୍ୟୁଟର ବେସ୍‌ଡ ଟେଷ୍ଟ ମୋଡ୍‌ରେ ହେବ OJEE ପରୀକ୍ଷା।

ଛାତ୍ରଛାତ୍ରୀମାନେ ଅକ୍ଟୋବର ୫ ତାରିଖରୁ ଡାଉନ୍‌ଲୋଡ କରିପାରିବେ ଆଡ୍‌ମିଟ୍‌ କାର୍ଡ।  ଚଳିତବର୍ଷ ରେକର୍ଡ ୭୯ ହଜାର ୮ଶହ ପିଲା OJEE ପରୀକ୍ଷା ଦେବା ପାଇଁ ପଞ୍ଜୀକରଣ କରିଛନ୍ତି। ୫୩ଟି ସେଣ୍ଟରରେ ଛାତ୍ରଛାତ୍ରୀମାନେ ପରୀକ୍ଷା ଦେବେ।

ରାଜ୍ୟ ବାହାରେ ରାଞ୍ଚି, କୋଲକାତା ଓ ପାଟନାରେ ୩ଟି ସେଣ୍ଟରରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ। ରାଜ୍ୟ ଭିତରେ ୨୧ଟି ସହରରେ ୫୦ଟି କେନ୍ଦ୍ରରେ ପରୀକ୍ଷା ହୋଇଛି।

 

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

You might also like