୧୨ରୁ OJEE ପରୀକ୍ଷା

ଭୁବନେଶ୍ୱର: ଆସନ୍ତା ଅକ୍ଟୋବର ୧୨ରୁ ୧୯ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ଓଜେଇଇ। ଏ ନେଇ ସୂଚନା ଦେଇଛନ୍ତି OJEE ଅଧ୍ୟକ୍ଷ ସୁଦୀପ କୁମାର ଚାନ୍ଦ। ମୋଟ ୫୩ଟି ସେଣ୍ଟରରେ ହେବ OJEE ପରୀକ୍ଷା।

ଏହି ପରୀକ୍ଷା ରାଜ୍ୟ ଭିତରେ ୨୧ଟି ସହରର ୫୦ଟି କେନ୍ଦ୍ରରେ ପରୀକ୍ଷା ହେବ। ତେବେ ରାଜ୍ୟ ବାହାରେ ଯଥା ରାଞ୍ଚି, କୋଲକାତା, ପାଟନାରେ ହେବ ପରୀକ୍ଷା। OJEEର ସବୁ ପରୀକ୍ଷା କମ୍ପ୍ୟୁଟର ବେସଡ ହେବ ବୋଲି କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ

ଇଞ୍ଜିନିୟର ଏବେ ଦିନ ମଜୁରିଆ; କୋଦାଳ ଧରି ମାଟି ବୋହିଲେ

ଜେଲ୍ ଗଲେ ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ପ୍ରଧାନ; ଆୟର ୨୪୧% ଥିଲା ବେଆଇନ

କୋଭିଡ୍‌-୧୯ ସୁସ୍ଥ ହେବା ପରେ କ’ଣ କରିବେ, ପରାମର୍ଶ ଦେଲା ସ୍ୱାସ୍ଥ୍ୟ ବିଭାଗ

କରୋନାରୁ ସୁସ୍ଥ ହେଲେ ୨୭୧୬ ଜଣ ଆକ୍ରାନ୍ତ

ରକ୍ତମୁଖା ପଡ଼ୋଶୀର ବିଭତ୍ସ କାଣ୍ଡ; ରକ୍ତରେ ଭିଜିଲା ଘର ଓ ଜମି

ଆସନ୍ତାକାଲି ସନ୍ଧ୍ୟା ୬ଟାରୁ ୬ଟା ୧୫ ମିନିଟ୍‌ ଯାଏଁ ବିଜୁଳି ନଜାଳିବାକୁ ଆହ୍ୱାନ

ଭାଙ୍ଗିଯାଇଛି ପୋଲ, ସମସ୍ୟାରେ ୬ଟି ଗାଁ

ନିଲମ୍ବିତ ହେଲେ ଗୁଣପୁର ତହସିଲଦାର

ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ୱେଲ୍ ମାର୍କରେ ପରିଣତ

ପଥର ଖାଦାନରେ ଚାଲାଣକୁ ନେଇ ମୁହାଁମୁହିଁ ପେସା ଓ ସିପିଆଇଏମ୍

ବାଲେଶ୍ୱର ଉପନିର୍ବାଚନ: ଆକର୍ଷଣ ସାଜିଛନ୍ତି ୯୦ ବର୍ଷର ବେଣୁଧର

ଦଳୀୟ ନେତାଙ୍କୁ ଗୁରୁମନ୍ତ୍ର ଦେଲେ ଚେଲ୍ଲାକୁମାର

You might also like