• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ମାଲକାନଗିରି: ମହଙ୍ଗା ପଡ଼ିଲା ଗଞ୍ଜେଇ ଗାଡ଼ିକୁ ଅଟକାଇ ଲାଞ୍ଚ ମାଗିବା। ଗଞ୍ଜେଇ ଗାଡ଼ିକୁ ଅଟକାଇ ଲାଞ୍ଚ ମାଗିବା ଅଭିଯୋଗରେ ମାଲକାନଗିରି ଜିଲ୍ଲା ମୁଦୁଲିପଡ଼ା ଥାନାର ଜଣେ ASI ଓ ୨ ହୋମ୍‌ଗାର୍ଡଙ୍କୁ ଗିରଫ କରାଯାଇଛି। ଏହାସହ ଏହି ଘଟଣାରେ ସମ୍ପୃକ୍ତି ଅଭିଯୋଗରେ ଅନ୍ୟ ଜଣେ SI ସସ୍‌ପେଣ୍ଡ ହୋଇଛନ୍ତି।

ସୂଚନାଥାଉ କି, ୪ ଦିନ ତଳେ ଏମାନେ ଖଇରିପୁଟ ନିକଟରେ ଚେକିଂ ସମୟରେ ଏକ ଗଞ୍ଜେଇ ଗାଡିକୁ ଅଟକାଇ ଲାଞ୍ଚ ମାଗିଥିଲେ।

ଏହି ଘଟଣା ଜଣାପଡ଼ିବା ପରେ ସମ୍ପୃକ୍ତ ASI ଓ ୨ ହୋମ୍‌ଗାର୍ଡଙ୍କ ନାଁରେ ମାମଲା ରୁଜୁ ହେବାସହ ତଦନ୍ତ ଆରମ୍ଭ ହୋଇଥିଲା। ତଦନ୍ତ ପରେ ଗତକାଲି ସେମାନଙ୍କୁ ଗିରଫ କରାଯାଇଛି। ଏହି ଘଟଣାରେ ସମ୍ପୃକ୍ତି ଅଭିଯୋଗରେ ମାଲକାନଗିରି ଏସ୍‌ପି ମୁଦୁଲିପଡ଼ା ଥାନା SIଙ୍କୁ ନିଲମ୍ବନ କରିଛନ୍ତି।

One-asi-and-two-home-guards-arrested-for-taking-bribe
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories