ଲାଞ୍ଚ ମାଗି ଗିରଫ ହେଲେ ଜଣେ ASI, ୨ ହୋମ୍‌ଗାର୍ଡ

ମାଲକାନଗିରି: ମହଙ୍ଗା ପଡ଼ିଲା ଗଞ୍ଜେଇ ଗାଡ଼ିକୁ ଅଟକାଇ ଲାଞ୍ଚ ମାଗିବା। ଗଞ୍ଜେଇ ଗାଡ଼ିକୁ ଅଟକାଇ ଲାଞ୍ଚ ମାଗିବା ଅଭିଯୋଗରେ ମାଲକାନଗିରି ଜିଲ୍ଲା ମୁଦୁଲିପଡ଼ା ଥାନାର ଜଣେ ASI ଓ ୨ ହୋମ୍‌ଗାର୍ଡଙ୍କୁ ଗିରଫ କରାଯାଇଛି। ଏହାସହ ଏହି ଘଟଣାରେ ସମ୍ପୃକ୍ତି ଅଭିଯୋଗରେ ଅନ୍ୟ ଜଣେ SI ସସ୍‌ପେଣ୍ଡ ହୋଇଛନ୍ତି।

ସୂଚନାଥାଉ କି, ୪ ଦିନ ତଳେ ଏମାନେ ଖଇରିପୁଟ ନିକଟରେ ଚେକିଂ ସମୟରେ ଏକ ଗଞ୍ଜେଇ ଗାଡିକୁ ଅଟକାଇ ଲାଞ୍ଚ ମାଗିଥିଲେ।

ଏହି ଘଟଣା ଜଣାପଡ଼ିବା ପରେ ସମ୍ପୃକ୍ତ ASI ଓ ୨ ହୋମ୍‌ଗାର୍ଡଙ୍କ ନାଁରେ ମାମଲା ରୁଜୁ ହେବାସହ ତଦନ୍ତ ଆରମ୍ଭ ହୋଇଥିଲା। ତଦନ୍ତ ପରେ ଗତକାଲି ସେମାନଙ୍କୁ ଗିରଫ କରାଯାଇଛି। ଏହି ଘଟଣାରେ ସମ୍ପୃକ୍ତି ଅଭିଯୋଗରେ ମାଲକାନଗିରି ଏସ୍‌ପି ମୁଦୁଲିପଡ଼ା ଥାନା SIଙ୍କୁ ନିଲମ୍ବନ କରିଛନ୍ତି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

You might also like