ରାସ୍ତାକଡ଼ରେ ଛିଡ଼ା ହୋଇଥିଲେ, ମାଡ଼ିଗଲା ଟ୍ରକ୍

ଯାଜପୁର: ରାସ୍ତାକଡ଼ରେ ଛିଡ଼ା ହୋଇଥିବା ଲୋକଙ୍କ ଉପରକୁ ମାଡ଼ିଗଲା ଟ୍ରକ୍। ଯାଜପୁର ଜିଲ୍ଲା ୧୬ନଂ ଜାତୀୟ ରାଜପଥ ବାରବାଟୀ ନିକଟରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି।

ସୂଚନା ଅନୁସାରେ, ଏକ ଟ୍ରକ୍‌ ଓଭରଟେକିଂ କରୁଥିବା ବେଳେ ଅନ୍ୟ ଏକ ଆଇରନ ବୋଝେଇ ଟ୍ରକକୁ ଧକ୍କା ଦେଇଥିଲା। ଏହି ସମୟରେ ରାସ୍ତାକଡ଼ରେ ଛିଡ଼ା ହୋଇଥିବା ଲୋକଙ୍କ ଉପରେ ଟ୍ରକ୍‌ଟି ମାଡ଼ି ଯାଇଥିଲା। ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି।

ଖବରପାଇ ଧର୍ମଶାଳା ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଚିକିତ୍ସା ନିମନ୍ତେ ଧର୍ମଶାଳା ମେଡିକାଲରେ ଭର୍ତ୍ତି କରିଛି। ପ୍ରାଥମିକ ଚିକିତ୍ସା ପରେ ଉଭୟଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ପୋଲିସ୍‌ ଘଟଣାର ତଦନ୍ତ କରୁଛି।

ଆହୁରି ପଢ଼ନ୍ତୁ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

କରୋନା ଆକ୍ରାନ୍ତ ଗର୍ଭବତୀ କେମିତି ନେବେ ଯତ୍ନ? ପରାମର୍ଶ ଦେଲେ ବିଶେଷଜ୍ଞ

ନିଜ କର୍ମଚାରୀଙ୍କୁ ଚିହ୍ନଟ କରିପାରୁନି କି ପୋଲିସ?

ପୁଣିଥରେ ମହିଳା କମିଶନଙ୍କ ନିକଟରେ ହାଜର ହେବା ପାଇଁ ଓଟିଭି ଏମଡିଙ୍କୁ ସମନ

ଭୁବନେଶ୍ୱରରେ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୩୪୫ ପଜିଟିଭ୍ ଚିହ୍ନଟ

ଏଥର କେମିତି ବସିବ ବିଧାନସଭାର ମୌସୁମୀ ଅଧିବେଶନ, ଜାଣନ୍ତୁ

+୨ ନାମ ଲେଖା ଅବଧି ବଢ଼ିଲା

ଚାହୁଁ ଚାହୁଁ ଜଳିଗଲା ଚଳନ୍ତା କାର୍

ଘରୁ ମିଳିଲା ନାବାଳିକାର ଅର୍ଦ୍ଧଦଗ୍ଧ ମୃତଦେହ

You might also like