ବଜ୍ରାଘାତ ନେଲା ମହିଳାଙ୍କ ଜୀବନ

ଟିଟିଲାଗଡ଼: ଆକାଶରୁ ଖସିଲା ମୃତ୍ୟୁ। ନେଇଗଲା ମହିଳାଙ୍କ ଜୀବନ। ଏମିତି ଏକ ଅଘଟଣ ଘଟିଛି ସଇଁତଳା ଥାନା ଅନ୍ତର୍ଗତ ଭେରୁଆଁଭଟା ଗାଁରେ। ରେବତୀ ସାହୁ ନାମକ ଜଣେ ମହିଳା ନିଜ ୧୩ ବର୍ଷର ପୁଅ ସହ ମଧ୍ୟାହ୍ନ ୫ଟା ବେଳେ ଚାଷ ଜମିରେ କାମ କରୁଥିବା ବେଳେ ହଠାତ୍ ବଜ୍ରଘାତ ମାରିଥିଲା।

ଯେଉଁଥିରେ ମହିଳା ଜଣକଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ପୁଅ ଭୀମସେନ ସାହୁ ଗୁରୁତର ଆହତ ହୋଇଛନ୍ତି। ପୁଅ ଭୀମସେନକୁ ସଇଁତଳା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେଠାରେ ତା’ର ଚିକିତ୍ସା ଚାଲିଛି।

ଆହୁରି ପଢ଼ନ୍ତୁ

ରାଜଧାନୀରେ ଦିନକରେ ୩୪୨ କରୋନା ପଜିଟିଭ୍ ଚିହ୍ନଟ

IT ଛାତ୍ର ତିଆରି କଲେ ଦେଶୀ ଭେଣ୍ଟିଲେଟର

ପୁଣି ନିର୍ମାଣ ହେବ ପାଥରପୁରୀ ହଷ୍ଟେଲ ପାଚେରୀ

ପ୍ରବଳ ବର୍ଷିବ, ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଆସିପାରିଲାନି ଆମ୍ବୁଲାନ୍ସ, ଅଧା ବାଟରେ ପ୍ରସବ କଲେ ମହିଳା

ବରମୁଣ୍ଡା ବସ୍ ଷ୍ଟାଣ୍ଡ ହେବ ISBT

ଅଧ୍ୟାପକ ସ୍ୱାମୀଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ ଆଣିଲେ ମହିଳା IIC

ମହଙ୍ଗା ପଡ଼ିଲା କ୍ଷମତାର ଅପବ୍ୟବହାର: ଆଦିବାସୀଙ୍କ ଘର ଭାଙ୍ଗିଥିବା ମହିଳା ସରପଞ୍ଚ ନିଲମ୍ବିତ

ହୋଟେଲରେ ଚାଲିଥିଲା ସେକ୍ସ ରାକେଟ୍, ୨ ମହିଳାଙ୍କ ସମେତ ଗ୍ରାହକ ଓ ହୋଟେଲ ମ୍ୟାନେଜର ଅଟକ

ସୁପ୍ରିମକୋର୍ଟ ଗଲେ ବର୍ଷା

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Corona Update In Odisha: ୨୪ ଘଣ୍ଟାରେ ୪,୨୦୯ ପଜିଟିଭ୍‌ ଚିହ୍ନଟ

You might also like