ବାଲେଶ୍ୱରର ଜଣେ ବିଧାୟକଙ୍କୁ କରୋନା !

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲାର ଜଣେ ବିଧାୟକ କରୋନା ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି। ପ୍ରଥମ ଥର ପାଇଁ ରାଜ୍ୟର ଜଣେ ବିଧାୟକ କରୋନାରେ ଆକ୍ରାନ୍ତ ହୋଇଥିବା କୁହାଯାଉଛି।

କରୋନା ଟେଷ୍ଟ୍‌ ରିପୋର୍ଟ ପଜିଟିଭ ଆସିଥିବା ନେଇ ସଂପୃକ୍ତ ବିଧାୟକ ଜଣକ କହିଥିବା ସୂଚନା ମିଳିଛି।

ସୂଚନା ଅନୁସାରେ, ଦୁଇ ଦିନ ତଳେ ସମ୍ପୃକ୍ତ ବିଧାୟକଙ୍କ ସ୍ୱାବ୍‌ ଟେଷ୍ଟ୍‌ କରାଯାଇଥିଲା। ଆଜି ରିପୋର୍ଟ ଆସିବା ପରେ ସେ କରୋନାରେ ଆକ୍ରାନ୍ତ ଥିବା ନେଇ ଜଣାପଡ଼ିଥିଲା। ବିଧାୟକଙ୍କ କରୋନା ପଜିଟିଭ୍‌ ଆସିବା ପରେ ତାଙ୍କ ସହ ଯୋଗାଯୋଗ ଆସିଥିବା ଲୋକଙ୍କ କଣ୍ଟାକ୍ଟସ୍‌ ଟ୍ରେସିଂ ଆରମ୍ଭ ହୋଇଛି।

ସୂଚନାଥାଉ କି, ରାଜ୍ୟରେ ୨୪ ଜିଲ୍ଲାରୁ ଆଉ ୪୫୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମାଟ ଆକ୍ରାନ୍ତଙ୍କ ସଂଖ୍ୟା ୯,୫୨୬କୁ ବୃଦ୍ଧି ପାଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆହୁରି ମଧ୍ୟ ପଢ଼ନ୍ତୁ: ୨୪ ଜିଲ୍ଲାରୁ ଚିହ୍ନଟ ହେଲେ ୪୫୬ କରୋନା ପଜିଟିଭ

ଆହୁରି ପଢ଼ନ୍ତୁ

ତାପଙ୍ଗର ହାତିଆ ମୁଣ୍ଡିଆ ନିଷିଦ୍ଧାଞ୍ଚଳ ଘୋଷିତ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

You might also like