ବାଲେଶ୍ୱରରେ ପୁଣି ଜଣେ କରୋନା ରୋଗୀ; ଆକ୍ରାନ୍ତଙ୍କ ସଂଖ୍ୟା ୨୫ ଛୁଇଁଲା

ଭୁବନେଶ୍ୱର: ବାଲେଶ୍ୱରରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟରେ ସୂଚନା ଦିଆଯାଇଛି । ଏହାକୁ ମିଶାଇ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୫କୁ ବୃଦ୍ଧି ପାଇଥିବାବେଳେ ରାଜ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ୧୭୮କୁ ଛୁଇଁଛି।

ବାଲେଶ୍ୱରରୁ ଚିହ୍ନଟ ହୋଇଥିବା ଏହି ନୂଆ ଆକ୍ରାନ୍ତଙ୍କର କୋଲକାତା ଲିଙ୍କ ରହିଛି। ସେ ଅନେକ ଲୋକଙ୍କ ସହ ମିଶିଥିବା କୁହା ଯାଉଛି।  ଏ ନେଇ ପ୍ରଶାସନ ପକ୍ଷରୁ କଣ୍ଟାକ୍ଟ ଟ୍ରେସିଂ ଚାଲଛି।  ବାଲେଶ୍ୱରରେ ଏବେ ୪ଜଣ କରୋନା ରୋଗୀ ସୁସ୍ଥ ହୋଇଥିବା ବେଳେ ଆକ୍ଟିଭ କେସ୍‌ ସଂଖ୍ୟା ୨୧ ଅଛି।
ସୂଚନାଥାଉ କି, ଆଜି ସକାଳେ ଗଞ୍ଜାମ ଜିଲ୍ଲାରୁ ପୁଣି ଜଣେ କରୋନା ରୋଗୀ ଚିହ୍ନଟ ହୋଇଥିଲେ।  ଫଳରେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪ରେ ପହଞ୍ଚିଛି। ରାଜ୍ୟରେ ୬୦ ଜଣ ସୁସ୍ଥ ହୋଇଥିବାବେଳେ ୨ଜଣଙ୍କର ମୃତ୍ୟୁ ଘଟିଛି।

ଆହୁରି ପଢ଼ନ୍ତୁ

OJEE 2020: ଆଜି ଅନ୍‌ଲାଇନ୍‌ ଆବେଦନର ଶେଷ ତାରିଖ

ଗୁପ୍‌ଚୁପ୍ ଖାଉଥିବା ବେଳେ ତଣ୍ଟିରେ ଲାଗିଗଲା ଗୁପ୍‌ଚୁପ୍, ଚାଲିଗଲା ଜୀବନ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

କରୋନା ଆକ୍ରାନ୍ତ ଗର୍ଭବତୀ କେମିତି ନେବେ ଯତ୍ନ? ପରାମର୍ଶ ଦେଲେ ବିଶେଷଜ୍ଞ

ନିଜ କର୍ମଚାରୀଙ୍କୁ ଚିହ୍ନଟ କରିପାରୁନି କି ପୋଲିସ?

ପୁଣିଥରେ ମହିଳା କମିଶନଙ୍କ ନିକଟରେ ହାଜର ହେବା ପାଇଁ ଓଟିଭି ଏମଡିଙ୍କୁ ସମନ

ଭୁବନେଶ୍ୱରରେ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୩୪୫ ପଜିଟିଭ୍ ଚିହ୍ନଟ

ଏଥର କେମିତି ବସିବ ବିଧାନସଭାର ମୌସୁମୀ ଅଧିବେଶନ, ଜାଣନ୍ତୁ

+୨ ନାମ ଲେଖା ଅବଧି ବଢ଼ିଲା

You might also like