ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ପରେ ୧ ନମ୍ବରରେ ଯାଜପୁର

ଭୁବନେଶ୍ୱର: ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ। ତାଙ୍କ ଘର ଯାଜପୁର ଜିଲ୍ଲା ବରୀ ଅଞ୍ଚଳର ହୋଇଥିବା ଜଣାପଡିଛି। ସକାଳେ ୭ଟା, ଅପରାହ୍ଣରେ ଜଣଙ୍କୁ ମିଶାଇ ଦିନକରେ ୮ଜଣ ଚିହ୍ନଟ ହେଲେଣି। ଏପର୍ଯ୍ୟନ୍ତ କେବଳ ଯାଜପୁରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା୪୮ରେ ଛୁଇଁଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫୭ରେ ପହଞ୍ଚିଛି।

ତେବେ ଯାଜପୁର ସମେତ ଭଦ୍ରକ ଓ ବାଲେଶ୍ୱରକୁ ରେଡ୍ ଜୋନ୍‌ରେ ରଖାଯାଇଛି। ସେହିପରି କଟିକଟା ଅଞ୍ଚଳକୁ ହଟ୍‌ସ୍ପଟ୍ ଭାବେ ଚିତ୍ରଣ କରାଯାଇଛି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରୁ ୩୪୨ କରୋନା ଆକ୍ରାନ୍ତ ଚିହ୍ନଟ

ମନ୍ଦିର ଖୋଲିବାକୁ ମଙ୍ଗିଲେନି ସରକାର

ଜେପି ନଡ୍ଡାଙ୍କୁ ଭେଟିଲେ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା

ରାଜ୍ୟର ୧୪ ଜଣ ମନ୍ତ୍ରୀ, ବିଧାୟକ କରୋନା ପଜିଟିଭ ଚିହ୍ନଟ

ବିଜେଡିରେ କେଁ: ଇସ୍ତଫା ଦେଉ ଦେଉ ଦଳରୁ ବିଦା ହେଲେ ଯୁବ ନେତା

Odisha Plus 3 Admissions: ପ୍ରକାଶ ପାଇଲା ପ୍ରଥମ କଟ୍ ଅଫ୍ ମାର୍କ

ଦିନକରେ ୧୬ କରୋନା ରୋଗୀଙ୍କ ମୃତ୍ୟୁ, ଓଡ଼ିଶାରେ ୮୦୦ ଟପିଲା ମୃତ୍ୟୁ ସଂଖ୍ୟା

ଦିନକରେ ଓଡ଼ିଶାରେ ୩,୨୩୫ କରୋନା ଆକ୍ରାନ୍ତ‌ ଚିହ୍ନଟ

ପ୍ରତି ୧୫ ଦିନରେ କୋଭିଡ୍ ହସ୍ପିଟାଲ୍‌ରେ ହେବ ଫାୟାର ସେଫ୍ଟି ଅଡିଟ୍

ଆଗ ଭୁଲ୍ କଲା,‌ ପରେ କ୍ଷମା ମାଗିଲା: ସମ୍ବଲପୁରୀ ଶାଢୀ ପଶ୍ଚିମବଙ୍ଗର ବୋଲି କହିଲା Amazon

Plus III Admission: ଆଜି ପ୍ରକାଶ ପାଇବ ପ୍ରଥମ ମେରିଟ୍ ଲିଷ୍ଟ

ତାପଙ୍ଗର ହାତିଆ ମୁଣ୍ଡିଆ ନିଷିଦ୍ଧାଞ୍ଚଳ ଘୋଷିତ

You might also like