ରାଜ୍ୟରେ ସୁସ୍ଥ ହେଲେ ଆଉ ଜଣେ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତି ଜଣଙ୍କ ରାଉରକେଲାର ବୋଲି ଜଣାପଡ଼ିଛି। ତାଙ୍କ ରିପୋର୍ଟ ନେଗେଟିଭ୍‌ ଆସିଛି।

ରାଜ୍ୟରେ ଏଯାବତ୍‌ କରୋନାରୁ ୬୩ ଜଣ ସୁସ୍ଥ ହେଲେଣି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି

ତେବେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କ୍ରମାଗତ ଭାବେ ବଢୁଥିବାରୁ ଚିନ୍ତା ବଢିଛି। ଆଜି ସକାଳେ ରାଜ୍ୟରେ ୨୬ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯଇଥିଲା। ଏହାକୁ ମିଶାଇ  ରାଜ୍ୟରେ  ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୪୫ରେ ପହଞ୍ଚିଛି। ଆକ୍ଟିଭ କେସ ୧୮୦ଥିବାବେଳେ ୨ ଜଣଙ୍କର ମୃତ୍ୟୁ ଘଟିଛି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରୁ ୩୨୬ କରୋନା ପଜିଟିଭ ଚିହ୍ନଟ, ୨୫୬ ଲୋକାଲ କଣ୍ଟାକ୍ଟ

ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ୩ ଜୀବନ

ଓଡ଼ିଶାର ଏଇ ପ୍ରମୁଖ ସହର ୨ ଦିନ ସଟଡାଉନ୍

ଦୈନିକ ସାଢେ ୪ ଘଣ୍ଟା ହେବ ଗୃହ କାର୍ଯ୍ୟ

‘ବିଜ୍ଞପ୍ତି ପ୍ରକାଶ ପାଇବା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ମନେପଡ଼େ ନିର୍ବାଚନ ମଣ୍ଡଳୀ କଥା’

ଉପନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ତିର୍ତ୍ତୋଲବାସୀଙ୍କୁ ସରକାରଙ୍କ ଭେଟି

ଭୁବନେଶ୍ୱରରେ ଚୋରା ବନ୍ଧୁକ ଡିଲ୍‌ର ପର୍ଦ୍ଦାଫାସ

ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

୨୪ ଘଣ୍ଟାରେ ୪,୨୦୮ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

You might also like