ଆଉ ଜଣେ କରୋନା ପଜିଟିଭ ଚିହ୍ନଟ, ୧୭୪ରେ ପହଞ୍ଚିଲା ‌ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ। ଆକ୍ରାନ୍ତଙ୍କ ଘର ରାଉଲକେଲା, ବୟସ ୪୯ ବର୍ଷ ବୋଲି ଓଡ଼ିଶା ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ସେ ନିକଟରେ ସୁରତରୁ ଫେରିଥିଲେ। ସେ କ୍ୱାରେଣ୍ଟାଇନ୍‌ରେ ଥିଲେ। ଆଜି ସକାଳେ ଗଞ୍ଜାମରେ ଜଣେ, ଅପରାହ୍ଣରେ ବାଲେଶ୍ୱରରୁ ୨ଜଣ, କଟକରୁ ଜଣେ ପଜିଟିଭଙ୍କୁ ମିଶାଇ ଦିନକରେ ସମୁଦାୟ  ୫ଜଣ ପଜିଟିଭ ଚିହ୍ନଟ ହୋଇସାରିଛନ୍ତି। ସୁନ୍ଦଗଡ଼ରେ ୧୨ଜଣ ସଂକ୍ରମିତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫ଜଣ ଆକ୍ଟିଭ କେଶ ଥିବାବେଳେ ୭ଜଣ ସୁସ୍ଥ ହୋଇଛନ୍ତି।


ସେହିପରି ରାଜ୍ୟରେ ଆକ୍ରାନ୍ତ ସଂଖ୍ୟା ୧୭୪ ପହଞ୍ଚିଥିବାବେଳେ ୬୦ ଜଣ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ଏବେବି ରାଜ୍ୟରେ ୧୧୩ ଆକ୍ଟିଭ କେଶ ରହିଛି। ଏମାନେ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

ଆହୁରି ପଢ଼ନ୍ତୁ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

You might also like