ମହାନଦୀରେ ଭାସିଗଲେ ୩ ଭାଇଭଉଣୀ

କଟକ: ମହାନଦୀରେ ଭାସିଯାଇ ଜଣେ ନାବାଳିକା ନିଖୋଜ। କଟକ ବାଙ୍କୀ ସୁନାଦେଈ ନିକଟରେ ବାଳିକା ଜଣକ ଗାଧୋଇବା ବେଳେ ନିଖୋଜ ହୋଇଯାଇଛନ୍ତି। ହେଲେ ଏପର୍ଯ୍ୟନ୍ତ ତାଙ୍କର କୌଣସି ପତ୍ତା ମିଳିନାହିଁ।

ସୂଚନା ଅନୁଯାୟୀ, ସୁନାଦେଈ ନିକଟରେ ଗାଧୋଇବା ବେଳେ ନଦୀରେ ଭାସିଯାଇଥିଲେ ୩ ଭାଇଭଉଣୀ। ହେଲେ ସ୍ଥାନୀୟ ଲୋକେ ନଦୀରୁ ୨ ଭାଇଭଉଣୀଙ୍କୁ ଉଦ୍ଧାର କରିଥିଲେ ମଧ୍ୟ ଅନ୍ୟ ଜଣଙ୍କର ପତ୍ତା ମିଳିନି। ଖବରପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଖୋଜାଖୋଜି ଜାରି ରଖିଛି।

ଆହୁରି ପଢ଼ନ୍ତୁ

ହକି ଦଳର ଅଧିନାୟକ ମନପ୍ରୀତ ଓ ଅନ୍ୟ ୩ ଖେଳାଳିଙ୍କୁ କରୋନା

ଆଜି ସୁସ୍ଥ ହେଲେ ୧୮୧୦ କରୋନା ଆକ୍ରାନ୍ତ

କରୋନା ଲଢ଼େଇରେ ଶିକ୍ଷକଙ୍କ ଅବଦାନକୁ ଭୁଲିଗଲେ କି ସରକାର ?

ଲୋକାୟୁକ୍ତଙ୍କ ନିକଟରେ ହାଜର ହେଲେନି ହେମନ୍ତ ଶର୍ମା

ଭୁବନେଶ୍ୱର ସହରରୁ ଆଉ ୧୦୧ କରୋନା ଆକ୍ରାନ୍ତ ଚିହ୍ନଟ

କରୋନା ମୃତ୍ୟୁର ଅଡିଟ୍ ପାଇଁ ଦାବି କଲେ କଂଗ୍ରେସ ସାଂସଦ

ପଛରେ ପଡ଼ିଲା ଗଞ୍ଜାମ; ଆଜି ଏହି ଜିଲ୍ଲାରେ ଅଧିକ ଆକ୍ରାନ୍ତ ଚିହ୍ନଟ

ନୂଆଁଖାଇ ପାଇଁ ସଟ୍‌ଡାଉନ୍ ଘୁଞ୍ଚାଇବାକୁ ମୁଖ୍ୟମନ୍ତ୍ରୀଙ୍କୁ ଜୟନାରାୟଣଙ୍କ ଚିଠି

ଅଗଷ୍ଟ ଶେଷରେ ବସିପାରେ ବିଧାନସଭା ମୌସୁମୀ ଅଧିବେଶନ

ବଙ୍ଗୋପସାଗରରେ ଲଘୁଚାପ, ଓଡ଼ିଶାର ଏହିସବୁ ଜିଲ୍ଲାକୁ ସତର୍କ ସୂଚନା

କରୋନାରୁ କେବେ ମିଳିବ ମୁକ୍ତି ? ଆସିଲା ଖୁସି ଖବର

‘କରୋନା ତଥ୍ୟ ଲୁଚାଉଛନ୍ତି ରାଜ୍ୟ ସରକାର’

You might also like