ସୁସ୍ଥ ହେଲେ ଆଉ ଜଣେ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଭଲ ହେଲେ ଆଉ ଜଣେ କରୋନା ଆକ୍ରାନ୍ତ। ଆକ୍ରାନ୍ତ ଜଣକ ଘର ଭୁବନେଶ୍ୱରର।  ଆକ୍ରାନ୍ତ ଜଣକ ଭୁବନେଶ୍ୱର ଏମ୍ସରେ ଚିକିତ୍ସିତ ହେଉଥିଲେ। ହେଲେ କରୋନାରୁ ମୁକ୍ତ ହୋଇଥିଲେ ମଧ୍ୟ ମେଡିକାଲରୁ ଡିସଚାର୍ଜ ହୋଇନାହାନ୍ତି। ସେ ଅନ୍ୟ ରୋଗରେ ଆକ୍ରାନ୍ତ ଥିବାରୁ ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ସମ୍ପୂର୍ଣ୍ଣ ଭଲ ହେବା ପରେ ତାଙ୍କୁ ମେଡିକାଲରୁ ଡିସଚାର୍ଜ କରାଯିବା ନେଇ ସୂଚନା ମିଳିଛି।


ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୩ରେ ପହଞ୍ଚି ଥିବା ବେଳେ ୩୫ ଜଣ ସୁସ୍ଥ ହୋଇସାରିଛନ୍ତି। ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ୬୭ ଜଣଙ୍କ ଚିକିତ୍ସା ଚାଲିଛି  ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏନେଇ ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ

ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ମାଡ଼ ମାରିଲେ ଡେପୁଟି କଲେକ୍ଟର

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଗ୍ୟାସ ସିଲିଣ୍ଡର ସଜାଡ଼ୁଥିବା ବେଳେ ହଠାତ୍ ଲାଗିଲା ନିଆଁ; ୬ ଗୁରୁତର

ବିଧାନସଭା ଅଧିବେଶନରେ ସରକାରଙ୍କୁ ଘେରିବାକୁ ବିଜେପିର ରଣନୀତି

ସୁସ୍ଥ ହେଲେ ୪୭୬୧ କରୋନା ଆକ୍ରାନ୍ତ

ରାଜନେତାଙ୍କ ଅପରାଧିକ ମାମଲାର ତଥ୍ୟ ଦିଅ: ହାଇକୋର୍ଟ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

ବୈଜୟନ୍ତ ପୁଣି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

ଉଚ୍ଛେଦ ହେଲା ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂର ଉଠା ଦୋକାନ

ଓଟିଭି ଏମ୍‌ଡିଙ୍କ ବିରୋଧରେ ପୁଣି ଏକ ଅଭିଯୋଗ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

You might also like