ପୁଣି କନ୍ଦାଇଲା ପିଆଜ

ଭୁବନେଶ୍ୱର : ପୁଣି କନ୍ଦାଇଲା ପିଆଜ। ଗତ କିଛି ଦିନ ଧରି ଅହେତୁକ ଭାବେ ବଢୁଥିବା ପିଆଜ କିଲୋ ପ୍ରତି ଦର ଏବେ ୫୦ ଟଙ୍କା ଟପିଛି। କଟକ, ଭୁବନେଶ୍ୱର, ବାଲେଶ୍ୱର ସହ ରାଜ୍ୟର ଅନ୍ୟାନ୍ୟ ସ୍ଥାନରେ ମଧ୍ୟ ଚଢ଼ା ଦରରେ ପିଆଜ କିଣୁଛନ୍ତି ଗ୍ରାହକ।

ତେବେ ପିଆଜର ଏଭଳି ଦରବୃଦ୍ଧି ପଛରେ ସ୍ୱଳ୍ପ ଆମଦାନୀକୁ ଦାୟୀ କରିଛନ୍ତି ବ୍ୟବସାୟୀ। ନାସିକ୍ ଓ ଆନ୍ଧ୍ରରୁ ଆମଦାନୀ କମୁଥିବାରୁ ଦର ବୃଦ୍ଧି ଘଟୁଥିବା ବ୍ୟବସାୟୀ କହିଛନ୍ତି।

ସେପଟେ ପିଆଜ କିଲୋ ୫୦ ଟଙ୍କା ପାର ହୋଇଥିବାରୁ ଏହା ସିଧାସଳଖ ଗରିବର ପଖାଳ କଂସାକୁ ମାଡ଼ କରିଛି। କେବଳ ଗରିବ ନୁହଁନ୍ତି, ସବୁ ବର୍ଗର ଗ୍ରାହକ ପ୍ରଭାବିତ ହୋଇଛନ୍ତି। ତେଣେ ଆଗକୁ ପିଆଜ ଦର ଆହୁରି ବଢ଼ିବା ନେଇ ଆଶଙ୍କା ପ୍ରକାଶ ପାଇଛି।

ଆହୁରି ପଢ଼ନ୍ତୁ

୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୧୪ କରୋନା ରୋଗୀ

ଦିନକରେ ଓଡ଼ିଶାରେ ୩,୪୪୩ କରୋନା ପଜିଟିଭ୍‌ ଚିହ୍ନଟ, ଲୋକାଲ୍‌ କେସ୍‌ କେବଳ ୧,୪୨୬

ସରପଞ୍ଚ ଗଣିବେ ଲକ୍ଷେ ଟଙ୍କା ଫାଇନ୍‌

ପର୍ବତାରୋହୀ ଯୋଗବ୍ୟାସ ଭୋଇଙ୍କ ଉପରକୁ ଆକ୍ରମଣ

ପରଲୋକରେ ‘ଜହ୍ନମାମୁଁ’ ପତ୍ରିକାର ପ୍ରସିଦ୍ଧ କାର୍ଟୁନିଷ୍ଟ କେ.ସି ଶିବଶଙ୍କର

ପାନ ଖାଇ ଶ୍ରୀମନ୍ଦିରକୁ ଯାଇପାରିବେନି; ଧରା ପଡ଼ିଲେ ଗଣିବେ ଫାଇନ୍‌

ଗାନ୍ଧି ଜୟନ୍ତୀରୁ ବିଜେଡିର କୋଭିଡ୍ ମହାମାରୀ ସଚେତନତା ଅଭିଯାନ

ବିଜୁଳି ଦର ବୃଦ୍ଧି ନେଇ ସରକାରଙ୍କୁ କଂଗ୍ରେସର ଟାର୍ଗେଟ୍‌

ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍‌ର କପିକୁ ଚିରି ଦେଲେ ତାରା

ଗୃହରେ କୋଭିଡ ତାତି; କଂପାନୀଙ୍କୁ ବ୍ଲାଙ୍କ୍ ଚେକ୍ କାହିଁକି ଦିଆଯାଇଥିଲା ବୋଲି ପ୍ରଶ୍ନ କଲା ବିରୋଧୀ

ରାଜ୍ୟରେ ୩୮୯୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ମୋଟ ସୁସ୍ଥ ସଂଖ୍ୟା…

କମିବ ଘରୋଇ ସ୍କୁଲ୍‌ ଫି !

You might also like