ଆକାଶ ଛୁଆଁ ପିଆଜ ଦର

ଭୁବନେଶ୍ୱର: ପୁଣି କନ୍ଦାଇଲା ପିଆଜ ଦର। ଗଲା କିଛି ଦିନ ଧରି ଅହେତୁକ ଭାବେ ବଢୁଥିବା ପିଆଜ କିଲୋ ପ୍ରତି ଦର ଏବେ ୫୦ ଟଙ୍କା ଟପିଛି। କଟକ, ଭୁବନେଶ୍ୱର, ବାଲେଶ୍ୱର ସହ ରାଜ୍ୟର ଅନ୍ୟାନ୍ୟ ସ୍ଥାନରେ ମଧ୍ୟ ଚଢ଼ା ଦରରେ ପିଆଜ କିଣୁଛନ୍ତି ଗ୍ରାହକ।
ତେବେ ପିଆଜର ଏଭଳି ଦରବୃଦ୍ଧି ପଛରେ ସ୍ବଳ୍ପ ଆମଦାନୀକୁ ଦାୟୀ କରିଛନ୍ତି ବ୍ୟବସାୟୀ। ନାସିକ୍ ଓ ଆନ୍ଧ୍ରରୁ ଆମଦାନୀ କମୁଥିବାରୁ ଦର ବୃଦ୍ଧି ଘଟୁଥିବା ବ୍ୟବସାୟୀ କହିଛନ୍ତି। ସେପଟେ ପିଆଜ କିଲୋ ୫୦ ଟଙ୍କା ପାର ହୋଇଥିବାରୁ ଏହା ସିଧାସଳଖ ଗରିବର ପଖାଳ କଂସାକୁ ମାଡ଼ କରିଛି। କେବଳ ଗରିବ ନୁହଁନ୍ତି, ସବୁ ବର୍ଗର ଗ୍ରାହକ ପ୍ରଭାବିତ ହୋଇଛନ୍ତି। ତେଣେ ଆଗକୁ ପିଆଜ ଦର ଆହୁରି ବଢ଼ିବା ନେଇ ଆଶଙ୍କା ପ୍ରକାଶ ପାଇଛି।

ଆହୁରି ପଢ଼ନ୍ତୁ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

କରୋନା ଆକ୍ରାନ୍ତ ଗର୍ଭବତୀ କେମିତି ନେବେ ଯତ୍ନ? ପରାମର୍ଶ ଦେଲେ ବିଶେଷଜ୍ଞ

ନିଜ କର୍ମଚାରୀଙ୍କୁ ଚିହ୍ନଟ କରିପାରୁନି କି ପୋଲିସ?

ପୁଣିଥରେ ମହିଳା କମିଶନଙ୍କ ନିକଟରେ ହାଜର ହେବା ପାଇଁ ଓଟିଭି ଏମଡିଙ୍କୁ ସମନ

ଭୁବନେଶ୍ୱରରେ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୩୪୫ ପଜିଟିଭ୍ ଚିହ୍ନଟ

ଏଥର କେମିତି ବସିବ ବିଧାନସଭାର ମୌସୁମୀ ଅଧିବେଶନ, ଜାଣନ୍ତୁ

+୨ ନାମ ଲେଖା ଅବଧି ବଢ଼ିଲା

ଚାହୁଁ ଚାହୁଁ ଜଳିଗଲା ଚଳନ୍ତା କାର୍

ଘରୁ ମିଳିଲା ନାବାଳିକାର ଅର୍ଦ୍ଧଦଗ୍ଧ ମୃତଦେହ

You might also like