ଯୁକ୍ତ ୨ରେ ଖାଲି ସିଟ୍ ପୂରଣ ଲାଗି ଆଜିଠୁ ଅନଲାଇନ୍ ଆବେଦନ

ଭୁବନେଶ୍ୱର :  ଯୁକ୍ତ ୨ରେ ଖାଲି ପଡିଥିବା ସିଟ୍ ପୂରଣ ଲାଗି ଆଜିଠୁ ସାମସ୍ ୱେବସାଇଟରେ ଅନଲାଇନ ଆବେଦନ କରିପାରିବେ ଛାତ୍ରଛାତ୍ରୀ। ଅନ୍‌ଲାଇନ୍ ଆବେଦନର ଶେଷ ତାରିଖ ରହିଛି ଅଗଷ୍ଟ ୨୪।

ଅଗଷ୍ଟ ୨୯ରେ ପ୍ରକାଶ ପାଇବ ମେରିଟ୍ ଲିଷ୍ଟ । ଅଗଷ୍ଟ ୩୦ ଓ ୩୧ରେ ମନୋନୀତ ଛାତ୍ରଛାତ୍ରୀ ଆଡ୍‌ମିଶନ୍ କରିପାରିବେ। ପ୍ରଥମ ପର୍ଯ୍ୟାୟ ଆଡମିଶନ୍ ପରେ ବର୍ତ୍ତମାନ ରାଜ୍ୟରେ ୨ହଜାର ୯ଟି ଜୁନିୟର କଲେଜ୍‌ରେ ଏକ ଲକ୍ଷ ୩୪ ହଜାର ସିଟ୍ ଖାଲି ରହିଛି।

ପ୍ରଥମ ପର୍ଯ୍ୟାୟରେ ଯେଉଁମାନେ ଆଡମିଶନ୍ କରି ନଥିବେ ସେମାନେ ମଧ୍ୟ ଅନ୍‌ଲାଇନ୍ ଆବେଦନ କରିପାରିବେ ବୋଲି ଉଚ୍ଚମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ

ବାଲିମେଳାରେ ଡଙ୍ଗା ଓଲଟିବା ଘଟଣାରେ ୩ ମୃତଦେହ ଉଦ୍ଧାର

୬ ବର୍ଷର ବିସ୍ମୟ ବାଳକ ; ପଢୁଛନ୍ତି ଭାଗବତ

ଭଦ୍ରକ ପୁରୁଣା ବଜାର ଉତ୍ତେଜନା ହ୍ରାସ : IICଙ୍କୁ ବଦଳି

ଆଜି ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜା; ଚଳଚଞ୍ଚଳ ରାଜ୍ୟର ବିଭିନ୍ନ ପୂଜାମଣ୍ଡପ

ଓକାକ୍ ଟାୱାରରେ ହେବ ‘ମୋ ସରକାର’ ଅଫିସ୍

ଆଧାର ଧରିଲା ୧୯ ଲକ୍ଷ ବେଆଇନ ହିତାଧିକାରୀ

ଗିରଫ ହେଲେଣି ୪୨୬ ମଦୁଆ ଚାଳକ , ଆଗରେ ଗଞ୍ଜାମ

କ୍ୱାର୍ଟର୍ସ ଛାଡୁନଥିବା ପୂର୍ବତନ ବିଧାୟକଙ୍କୁ ବାଚସ୍ପତିଙ୍କ ଚରମ ବାଣୀ, ଘର ନଛାଡ଼ିଲେ କଟିବ ଲାଇନ, ପାଣି

ଆକ୍ଟିଭା ସ୍କୁଟରକୁ ଲକ୍ଷେ ଟଙ୍କା ଫାଇନ୍‌ !

ଡାକ୍ତର ନୁହେଁ, ଅନଭିଜ୍ଞ ଔଷଧ ଦୋକାନୀ କରୁଛନ୍ତି ରୋଗୀ ଚିକିତ୍ସା!

କ୍ୱାର୍ଟର୍ସ ଛାଡ଼ିବା ପାଇଁ ନୋଟିସ ପଠାଇବା ଓ କେସ୍‌ କରିବା ଶୋଭନୀୟ ନୁହେଁ : ଦେବାଶିଷ ନାୟକ

ଆରଟିଓ ଅଫିସ୍‌ରେ ଦଲାଲ ରାଜ୍ : ମାନିଲେ ମନ୍ତ୍ରୀ

You might also like