ସବୁ ୟୁନିଭର୍ସିଟିରେ ଆରମ୍ଭ ହେବ ଅନ୍‌ଲାଇନ୍‌ କ୍ଲାସ

ଭୁବନେଶ୍ୱର:ସବୁ ୟୁନିଭର୍ସିଟିରେ ହେବ ଅନ୍‌ ଲାଇନ୍‌ କ୍ଲାସ। ତୁରନ୍ତ କ୍ଲାସ ଆରମ୍ଭ କରିବାକୁ ସବୁ  କୁଳସଚିବ ଓ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଲେଖି ଜଣାଇଛନ୍ତି ଉଚ୍ଚ ଶିକ୍ଷା ସଚବ।

ଜୁଲାଇ ୧୩ରୁ ସବୁ ଶିକ୍ଷାନୁଷ୍ଠାନରେ ଅନ୍ଲାଇନ୍ କ୍ଲାସ୍ ଆରମ୍ଭ କରିବାକୁ ଉଚ୍ଚ ଶିକ୍ଷା ବିଭାଗ ନିର୍ଦ୍ଦେଶ ଦେଇଛି । ଏହା ସହ ପିଲାଙ୍କୁ ଲାଇବ୍ରେରୀରୁ ବହି ଦେବାକୁ ମଧ୍ୟ କୁହାଯାଇଛି । ସବୁ ଶିକ୍ଷାନୁଷ୍ଠାନରେ ହେଲ୍‌ପଲାଇନ୍ ବ୍ୟବସ୍ଥା କରିବାକୁ ବି ନିର୍ଦ୍ଦେଶ ଜାରି ହୋଇଛି ।

ଏଥିସହ ଅଗଷ୍ଟ ୩୧ ସୁଦ୍ଧା ଶେଷବର୍ଷ ସେମିଷ୍ଟର ପରୀକ୍ଷା ଫଳ ପ୍ରକାଶ କରିବାକୁ ଚିଠି ଲେଖିଛନ୍ତି ଉଚ୍ଚ ଶିକ୍ଷା ସଚିବ ।  ଅଗଷ୍ଟ ୩୧ ପର୍ଯ୍ୟନ୍ତ ୫୦ ପ୍ରତିଶତ କର୍ମଚାରୀରେ ଶିକ୍ଷାନୁଷ୍ଠାନ ଚଳାଇବାକୁ କୁହାଯାଇଛି।

ତେବେ ଏହି ସମୟ ମଧ୍ୟରେ କ୍ଲାସ ରୁମ ପାଠପଢା ପାଇଁ ଅନୁମତି ଦିଆଯାଇନାହିଁ । କରୋନା ଭାଇରସ ମହାମାରୀକୁ ନଜରରେ ରଖି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏହି ନିର୍ଦ୍ଦେଶନାମା ଜାରି ହୋଇଛି

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

You might also like