ଅନ୍‌ଲାଇନ୍‌ରେ ଭିଡିଓ ମାଧ୍ୟମରେ ଏମିତି ହେବ ଯୁକ୍ତ ୨ ଛାତ୍ରଛାତ୍ରୀଙ୍କ ପାଠପଢ଼ା

ଭୁବନେଶ୍ୱର: ଯୁକ୍ତ ୨ ଦ୍ୱିତୀୟ ବର୍ଷ ପାଠପଢ଼ା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପଦକ୍ଷେପ ନେଇଛି। ଭିଡିଓ ମାଧ୍ୟମରେ ଯୁକ୍ତ ୨ ଦ୍ୱିତୀୟ ବର୍ଷର ପାଠପଢ଼ା ହେବ। ଏଥିଲାଗି କାଲିଠାରୁ ୨ ଦିନିଆ ଓରିଏଣ୍ଟେସନ କାର୍ଯ୍ୟକ୍ରମ କରାଯିବ। ଅଧ୍ୟାପକ ଅଧ୍ୟାପିକାମାନେ ଏଥିରେ ଭିଡିଓ ମାଧ୍ୟମରେ ଶିକ୍ଷାଦାନ ନେଇ ତାଲିମ ନେବେ। ଏନେଇ ସୂଟନା ଦେଇଛନ୍ତି ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ବୃନ୍ଦାବନ ବେହେରା।

ଦୁଇ ଦିନର ତାଲିମରେ ଅଧ୍ୟାପକ, ଅଧ୍ୟାପିକାଙ୍କ ପ୍ରସ୍ତୁତିକୁ ଦେଖି ନିଜ ନିଜ ବିଷୟର ଶିକ୍ଷାଦାନର ଭିଡିଓ ସୁଟିଂ କରାଯିବ। ସେହି ଭିଡିଓକୁ ଦୀକ୍ଷା ଓ ସାମ୍ସ, ଶିକ୍ଷା ସଂଯୋଗ ୱେବ୍ ପୋର୍ଟାଲରେ ଅପଲୋଡ୍ କରାଯିବ। ବିଜ୍ଞାନ ଷ୍ଟ୍ରିମର ଫିଜିକ୍ସ, କେମେଷ୍ଟ୍ରି, ମ୍ୟାଥମେଟିକ୍ସ ଓ ବାୟୋଲୋଜିର ଭିଡିଓ ତିଆରି ହେବ।

ସେହିପରି ବାଣିଜ୍ୟ ଷ୍ଟ୍ରିମର ଆକାଉଣ୍ଟାନ୍ସି, ବିଜନେସ୍ ମ୍ୟାଥମେଟିକ୍ସକୁ ରେକର୍ଡିଂ କରାଯିବ। ଓରିଏଣ୍ଟେସନ ଓ ସୁଟି ଭୁବନେଶ୍ୱର ଓରସାକରେ କରାଯିବ। ପ୍ରଥମ ପର୍ଯ୍ୟାୟରେ କଟକ ଓ ଭୁବନେଶ୍ୱରର ଅଧ୍ୟାପକ ଏବଂ ଅଧ୍ୟାପିକାଙ୍କୁ ନେଇ ସୁଟିଂ ହେବ ବୋଲି ଶ୍ରୀ ବେହେରା ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

You might also like