ସନ୍ଧ୍ୟା ୭ଟା ପରେ ଖାଲି ଭୂତ ବୁଲିବେ !

ଭୁବନେଶ୍ୱର: ସନ୍ଧ୍ୟା ୭ଟା ପରେ କେବଳ ଭୂତ ବୁଲି ପାରିବେ। ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ରେ ସନ୍ଧ୍ୟା ୭ଟାରୁ ସକାଳ ୭ଟା ପର୍ଯ୍ୟନ୍ତ ଲୋକଙ୍କୁ ଘରୁ ବାହାରିବା ଉପରେ କଟକଣା ଲାଗୁ ହୋଇଥିବା ବେଳେ, ଏସମ୍ପର୍କରେ ଲୋକଙ୍କୁ ସଚେତନ କରିବାକୁ ଏଭଳି କିଛି ଟ୍ୱିଟ୍‌ କରିଛି କମିଶନରେଟ୍ ପୁଲିସ୍‌।

କମିଶନରେଟ୍ ପୁଲିସ୍‌ ପକ୍ଷରୁ ଟ୍ୱିଟ୍‌ କରାଯାଇ କୁହାଯାଇଛି ଯେ, ସନ୍ଧ୍ୟା ୭ଟା ପରେ କେବଳ ଭୂତଙ୍କୁ ବାହାରେ ବୁଲିବାକୁ ଅନୁମତି ରହିଛି ଏବଂ ଆପଣ ଭୂତ ନୁହନ୍ତି। ଏହା ଲେଖାଯିବା ସହ ଏକ ମଜାଦାର କାର୍ଟୁନ୍ ମଧ୍ୟ ଟ୍ୱିଟ୍‌ କରିଛି କମିଶନରେଟ୍ ପୁଲିସ୍‌।

ଆହୁରି ପଢ଼ନ୍ତୁ

ସରପଞ୍ଚ ଗଣିବେ ଲକ୍ଷେ ଟଙ୍କା ଫାଇନ୍‌

ପର୍ବତାରୋହୀ ଯୋଗବ୍ୟାସ ଭୋଇଙ୍କ ଉପରକୁ ଆକ୍ରମଣ

ପରଲୋକରେ ‘ଜହ୍ନମାମୁଁ’ ପତ୍ରିକାର ପ୍ରସିଦ୍ଧ କାର୍ଟୁନିଷ୍ଟ କେ.ସି ଶିବଶଙ୍କର

ପାନ ଖାଇ ଶ୍ରୀମନ୍ଦିରକୁ ଯାଇପାରିବେନି; ଧରା ପଡ଼ିଲେ ଗଣିବେ ଫାଇନ୍‌

ଗାନ୍ଧି ଜୟନ୍ତୀରୁ ବିଜେଡିର କୋଭିଡ୍ ମହାମାରୀ ସଚେତନତା ଅଭିଯାନ

ବିଜୁଳି ଦର ବୃଦ୍ଧି ନେଇ ସରକାରଙ୍କୁ କଂଗ୍ରେସର ଟାର୍ଗେଟ୍‌

ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍‌ର କପିକୁ ଚିରି ଦେଲେ ତାରା

ଗୃହରେ କୋଭିଡ ତାତି; କଂପାନୀଙ୍କୁ ବ୍ଲାଙ୍କ୍ ଚେକ୍ କାହିଁକି ଦିଆଯାଇଥିଲା ବୋଲି ପ୍ରଶ୍ନ କଲା ବିରୋଧୀ

ରାଜ୍ୟରେ ୩୮୯୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ମୋଟ ସୁସ୍ଥ ସଂଖ୍ୟା…

କମିବ ଘରୋଇ ସ୍କୁଲ୍‌ ଫି !

ଭୁବନେଶ୍ୱରରୁ ୩୨୯ ପଜିଟିଭ ଚିହ୍ନଟ ଓ ୩୯୫ ସୁସ୍ଥ

ହାଇକୋର୍ଟରେ ମାମଲା ଦାୟର କଲେ ସମ୍ବିତ ପାତ୍ର

You might also like