• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Minati Mishra

ଆସିକା:ଦିନ ଦ୍ୱି ପ୍ରହରରେ ଲୁଟେରାଙ୍କ ଦୈ।ରମ୍ୟ। ଖଣ୍ଡା ଦେଖାଇ ଦୋକାନରୁ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ । ଘଟଣା ଘଟିଛି ଗଞ୍ଜାମ କବିସୂର୍ଯ୍ୟନଗର ଥାନା ଭେଙ୍କଟେଶ୍ୱର ସାହିରେ।ଏଠାରେ ଥିବା ଏକ ଲୁଗା ଦୋକାନରୁ ଦେଢ଼ ଲକ୍ଷ ଲୁଟି ନେଇଛନ୍ତି ଦୁର୍ବୃତ୍ତ। 

ଗତକାଲି ଦିନ ପ୍ରାୟ ସାଢ଼େ ୩ଟା ବେଳର ଘଟଣା। ଲୁଗା ଦୋକାନ ଭିତରକୁ ଗ୍ରାହକ ସାଜି ପଶିଥିଲେ ଦୁଇ ଲୁଟେରା । ବାଇକରେ ଆସିଥିବା ତିନି ଲୁଟେରାଙ୍କ ମଧ୍ୟରୁ ଜଣେ ବାଇକ ଷ୍ଟାର୍ଟ କରି ବାହାରେ ଅପେକ୍ଷା କରିଥିଲା।  ଦୁଇ ଲୁଟେରା ଦୋକାନ ଭିତରେ ପଶି ସେଲସମ୍ୟାନଙ୍କୁ ଖଣ୍ଡା ଦେଖାଇ ଭୟଭୀତ କରିବା ପରେ ମାଲିକଙ୍କୁ ଧକ୍କା ଦେଇ ଟଙ୍କା ଲୁଟି ନେଇଥିଲେ।

ମାତ୍ର କେଇ ମିନିଟ୍ ଭିତରେ ଲୁଟି ସାରି ଅନାୟାସରେ ଫେରାରେ ହୋଇଯାଇଥିଲେ ତିନି ଦୁର୍ବୃତ୍ତ । ତେବେ ଲୁଟର ଏ ପୁରା ଘଟଣା ସିସିଟିଭିରେ କଏଦ ହୋଇଛି।  ସିସିଟିଭି ଫୁଟେଜକୁ ଆଧାର କରି ପୋଲିସ ଘଟଣାର ତଦନ୍ତ କରୁଛି ।

Oot-from-a-cloth-shop-in-aska
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories