ପିସିସି ସଭାପତି ପଦରୁ ଇସ୍ତଫା ଦେଲେ ନିରଂଜନ

ଭୁବନେଶ୍ୱର : ନିର୍ବାଚନ ଫଳାଫଳ ଘୋଷଣାର ଗୋଟିଏ ଦିନପରେ ପିସିସି ସଭାପତି ପଦରୁ ଇସ୍ତଫା ଦେଲେ ନିରଂଜନ ପଟ୍ଟନାୟକ। ଇସ୍ତଫା ନେଇ ପ୍ରେସ୍‌ମିଟ୍‌ରେ ଘୋଷଣା କଲେ।

ରାଜ୍ୟ କଂଗ୍ରେସର ଶୋଚନୀୟ ପରାସ୍ତ ପରେ ନୈତିକତା ଦୃଷ୍ଟିରୁ ଇସ୍ତଫା ଦେଇଥିବା କହିଛନ୍ତି ନିରଂଜନ। ତେବେ ନିରଂଜନ ପଟ୍ଟନାୟକ ଏହି ନିର୍ବାଚନରେ ପରାଜୟ ପାଇଁ ନିଜକୁ ଦାୟୀ କରିଛନ୍ତି। ଇସ୍ତଫା ପତ୍ର ଏଆଇସିସି ଅଧ୍ୟକ୍ଷଙ୍କ ପାଖକୁ ପଠାଇ ଦେଇଛନ୍ତି।

ନିରଂଜନ କହିଛନ୍ତି,“ ରାଜ୍ୟରେ ନବୀନ, ଦେଶରେ ମୋଦିଙ୍କୁ ଲୋକେ ଭରସା କଲେ। ରାଜନୀତିରେ ନୀତି, ଆଦର୍ଶ ନାହିଁ’, ବ୍ୟବସାୟୀକରଣ ହୋଇଛି। ନୀତି, ଆଦର୍ଶବାନ ଯୁବପିଢ଼ି ନେତୃତ୍ୱ ପାଇଁ ଆଗେଇ ଆସନ୍ତୁ। ମୁଁ କଂଗ୍ରେସରେ ରହିଛି, ରହିବି। ଏହାକୁ ମଜଭୁତ କରିବି ବୋଲି ନିରଞ୍ଜନ କହିଛନ୍ତି।”

ସୂଚନାଯେ, ବିଧାନସଭାରେ ମାତ୍ର ୯ଟି ଆସନ ପାଇଛି କଂଗ୍ରେସ। ନିଜେ ନିରଂଜନ ୨ଟି ଆସନରୁ ଲଢ଼ି ହାରିଛନ୍ତି।  ଲୋକସଭାରେ ମାତ୍ର ଗୋଟିଏ ଆସନ ପାଇଛି କଂଗ୍ରେସ।

ଆହୁରି ପଢ଼ନ୍ତୁ

ଡିପ୍ଲୋମା ଛାତ୍ରଙ୍କ ସ୍ୱତନ୍ତ୍ର ପ୍ରୟାସ ; ତିଆରି କଲେ ଅଟୋମେଟେଡ୍ ସୋଲାର ସ୍ପ୍ରେ ମେଶିନ

୬ ବର୍ଷର ବିସ୍ମୟ ବାଳକ ; ପଢୁଛନ୍ତି ଭାଗବତ

ଏୟାରପୋର୍ଟରେ ଚେକିଂ ବେଳେ ବ୍ୟାଗ୍ ଭିତରୁ ମିଳିଲା ୫ ମାସର ଶିଶୁ !

ଆର୍‌ଟିଓ ଅଫିସରେ ଚାଲିଛି ଦଲାଲ୍‌ଙ୍କ ରାଜ୍‌

ଅଶୋକ ଓ ଅନ୍‌ସାରୀଙ୍କ ଫଟୋ ପଛର ଅସଲ କାହାଣୀ ଜାଣିଛନ୍ତି କି ?

ସଂଗୀତ ମନସ୍କ ସରୋଜିନୀ ; ପରିଣତ ବୟସରେ ବି ତୁଟିନି ସଂଗୀତ ପ୍ରତି ମୋହ

ଜଣେ ଚାଷୀଙ୍କ ଅଭିନବ ପ୍ରୟାସ ; ତିଆରି କଲେ ବ୍ୟାଟେରି ଚାଳିତ ସାଇକେଲ

ବେଶରେ ପୁରାପୂରି ଘରଣୀ, ହେଲେ ପେଶାରେ ଅଟୋ ଡ୍ରାଇଭର

ଭାରତର ଚନ୍ଦ୍ରମିଶନ ଏକ ଗବେଷଣାତ୍ମକ ବିଶ୍ଲେଷଣ

ଓଡ଼ିଆ କିନ୍ନର ହେଲେ ଭାରତର ଏକ ନମ୍ବର ଉବେର ଚାଳକ

୧୨ ବର୍ଷିୟ ଜଗନ୍ନାଥଙ୍କ ଅପୂର୍ବ ଦକ୍ଷତା ; ପାଟି ସାହାଯ୍ୟରେ ବଜାଉଛନ୍ତି ବାଜା

ଗପ ନୁହେଁ ସତ କାହାଣୀ ; ବିଧବା ବୋହୂର ବାହାଘର କଲେ ଶାଶୂ

You might also like