କାଲିଠୁ ବନ୍ଦ ରହିବ ରାଉରକେଲା ସରକାରୀ ଡାକ୍ତରଖାନା OPD

ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲା ରାଉରକେଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏଥିପାଇଁ ଜିଲ୍ଲା ପ୍ରଶାସନ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ପ୍ରତି ସପ୍ତାହର ଶନିବାର ଓ ରବିବାରକୁ ସଟ୍‌ଡାଉନ୍‌ ଘୋଷଣା କରିଛି। ଆସନ୍ତାକାଲିଠୁ ରାଉରକେଲା ସରକାରୀ ଡାକ୍ତରଖାନାର OPD ବନ୍ଦ ରହିବ।

ଜୁଲାଇ ୧୩ରୁ ୧୫ ତାରିଖ ପର୍ଯ୍ୟନ୍ତ ୩ ଦିନ OPD ବନ୍ଦ ରହିବ। ଡାକ୍ତରଖାନାରେ ଜଣେ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ଏଭଳି ନିଷ୍ପତ୍ତି ନେଇଛନ୍ତି ହସ୍ପିଟାଲ କର୍ତ୍ତୃପକ୍ଷ। କିଛି ଷ୍ଟାଫ୍‌ଙ୍କୁ କ୍ୱାରେଣ୍ଟିନ୍ ପଠାଯାଇଥିବା ଡାକ୍ତରଖାନା ନିର୍ଦ୍ଦେଶକ ସୂଚନା ଦେଇଛନ୍ତି।

ଓପିଡି ବନ୍ଦ ରହିବାକୁ ଥିବାରୁ ଗୁରୁତର ରୋଗୀଙ୍କ ବ୍ୟତୀତ ଅନ୍ୟମାନଙ୍କୁ ନ ଆସିବାକୁ ପରାମର୍ଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ

Bhubaneswar Corona News: ଭୁବନେଶ୍ୱରରୁ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ, ୨୧୮ ଲୋକାଲ କେସ୍

ଶ୍ରୀକୃଷ୍ଣଙ୍କ ପ୍ରେମରେ ବାୟା ଋଷିଆନ୍ ଦମ୍ପତି

‘ବିଜେଡିର ବିରୋଧ ପଛରେ ସିବିଆଇ ରେଡ୍’

ବୋହୂର ପିଲାପିଲି ନହେବାରୁ ଶ୍ୱଶୁର ଭିଆଇଲା ଏଭଳି କାଣ୍ଡ

ରାଜ୍ୟରେ କାହିଁକି ବଢ଼ୁଛି କରୋନା ସଂକ୍ରମଣ?

ଡାକ୍ତରଖାନା ଷ୍ଟ୍ରେଚରରେ ରୋଗୀଙ୍କୁ ଶୁଆଇ ସହର ବୁଲିଲେ ସଂପର୍କୀୟ

ରାଜ୍ୟସଭାରେ କୃଷି ବିଲ୍‌କୁ ବିରୋଧ କଲା ବିଜେଡି

ଘର ଭିତରୁ ମିଳିଲା ବାଘର କଟା ମୁଣ୍ଡ, ଛାଲ

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

ଦିନକରେ ୧୦ ଆକ୍ରାନ୍ତଙ୍କ ମୃତ୍ୟୁ, ଓଡ଼ିଶାରେ ୭୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା

୨୪ ଘଣ୍ଟାରେ ଓଡ଼ିଶାରେ ୪,୩୩୦ କରୋନା ପଜିଟିଭ୍‌ ଚିହ୍ନଟ: ଖୋର୍ଦ୍ଧାରୁ ୬୪୪, କଟକରୁ ୫୪୯

ବଙ୍ଗୋପସାଗରରେ ଲଘୁଚାପ ବଳୟ ସୃଷ୍ଟି, ଆସନ୍ତା ୩ ଦିନ ଯାଏ ବର୍ଷା ସମ୍ଭାବନା

You might also like