କୋଣାର୍କ ସୂର୍ଯ୍ୟ ମନ୍ଦିର ପାଇଁ ନିଯୁକ୍ତ ହେଲେ ଆମିକସ୍‌ କ୍ୟୁରୀ

ଭୁବନେଶ୍ୱର : ବିଶ୍ୱ ପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟ ମନ୍ଦିରର ମରାମତି ଓ ସୁରକ୍ଷା ନେଇ ଆମିକସ୍‌ କ୍ୟୁରୀ ନିଯୁକ୍ତ ହୋଇଛନ୍ତି। ବରିଷ୍ଠ ଆଇନ୍‌ଜୀବୀ ଏନ.କେ. ମହାନ୍ତିଙ୍କୁ ଆଜି ହାଇକୋର୍ଟ ଆମିକସ୍‌ କ୍ୟୁରୀ ଭାବେ ନିଯୁକ୍ତି ଦେଇଛନ୍ତି। ସେ ଖୁବଶୀଘ୍ର କୋଣାର୍କ ଯାଇ ସୂର୍ଯ୍ୟ ମନ୍ଦିରର ସ୍ଥିତି ଅନୁଧ୍ୟାନ କରିବା ପରେ ହାଇକୋର୍ଟରେ ଷ୍ଟାଟସ୍‌ ରିପୋର୍ଟ ଦାଖଲ କରିବେ। ସୂର୍ଯ୍ୟମନ୍ଦିରକୁ କିଭଳି କ୍ଷତି ପହଞ୍ଚିଛି ଓ କି କି ମରାମତି ନିହାତି ଆବଶ୍ୟକ, ସେ ନେଇ ଶ୍ରୀ ମହାନ୍ତି କୋର୍ଟଙ୍କୁ ଜଣାଇବେ।

ସେପଟେ ବାତ୍ୟା ‘ଫନି’ ଦ୍ୱାରା କ୍ଷତିଗ୍ରସ୍ତ ହୋଇଥିବା ପୁରୀ ଶ୍ରୀମନ୍ଦିର ମରାମତି କାମ ଶେଷ ହୋଇଥିବା ଆଜି ହାଇକୋର୍ଟଙ୍କୁ ଷ୍ଟାଟସ୍‌ ରିପୋର୍ଟ ଜରିଆରେ ଅବଗତ କରିଛନ୍ତି ଆମିକସ୍‌ କ୍ୟୁରୀ। ଭିନ୍ନକ୍ଷମ ଭକ୍ତଙ୍କ ଶ୍ରୀମନ୍ଦିର ପ୍ରବେଶ ପାଇଁ ଉତ୍ତର ଦ୍ୱାରରେ ଚାଲିଥିବା ରାମ୍ପ ନିର୍ମାଣ କାମ ମାସକ ଭିତରେ ଶେଷ କରିବାକୁ ହାଇକୋର୍ଟ ଶ୍ରୀମନ୍ଦିର ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ

ବାଲିମେଳାରେ ଡଙ୍ଗା ଓଲଟିବା ଘଟଣାରେ ୩ ମୃତଦେହ ଉଦ୍ଧାର

୬ ବର୍ଷର ବିସ୍ମୟ ବାଳକ ; ପଢୁଛନ୍ତି ଭାଗବତ

ଭଦ୍ରକ ପୁରୁଣା ବଜାର ଉତ୍ତେଜନା ହ୍ରାସ : IICଙ୍କୁ ବଦଳି

ଆଜି ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜା; ଚଳଚଞ୍ଚଳ ରାଜ୍ୟର ବିଭିନ୍ନ ପୂଜାମଣ୍ଡପ

ଓକାକ୍ ଟାୱାରରେ ହେବ ‘ମୋ ସରକାର’ ଅଫିସ୍

ଆଧାର ଧରିଲା ୧୯ ଲକ୍ଷ ବେଆଇନ ହିତାଧିକାରୀ

ଗିରଫ ହେଲେଣି ୪୨୬ ମଦୁଆ ଚାଳକ , ଆଗରେ ଗଞ୍ଜାମ

କ୍ୱାର୍ଟର୍ସ ଛାଡୁନଥିବା ପୂର୍ବତନ ବିଧାୟକଙ୍କୁ ବାଚସ୍ପତିଙ୍କ ଚରମ ବାଣୀ, ଘର ନଛାଡ଼ିଲେ କଟିବ ଲାଇନ, ପାଣି

ଆକ୍ଟିଭା ସ୍କୁଟରକୁ ଲକ୍ଷେ ଟଙ୍କା ଫାଇନ୍‌ !

ଡାକ୍ତର ନୁହେଁ, ଅନଭିଜ୍ଞ ଔଷଧ ଦୋକାନୀ କରୁଛନ୍ତି ରୋଗୀ ଚିକିତ୍ସା!

କ୍ୱାର୍ଟର୍ସ ଛାଡ଼ିବା ପାଇଁ ନୋଟିସ ପଠାଇବା ଓ କେସ୍‌ କରିବା ଶୋଭନୀୟ ନୁହେଁ : ଦେବାଶିଷ ନାୟକ

ଆରଟିଓ ଅଫିସ୍‌ରେ ଦଲାଲ ରାଜ୍ : ମାନିଲେ ମନ୍ତ୍ରୀ

You might also like