ଜୁଲାଇ ୮ ଯାଏ ଓଡ଼ିଶା ହାଇକୋର୍ଟ ଓ ଏହାର ସମସ୍ତ କାର୍ଯ୍ୟାଳୟ ବନ୍ଦ

କଟକ: ଆସନ୍ତାକାଲିଠୁ ଜୁଲାଇ ୮ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ହାଇକୋର୍ଟ ଏବଂ ଏହାର ସମସ୍ତ କାର୍ଯ୍ୟାଳୟ ବନ୍ଦ ରହିବ। ହାଇକୋର୍ଟ ରେଜିଷ୍ଟ୍ରାରଙ୍କ ପକ୍ଷରୁ ଏ ନେଇ ବିଧିବଦ୍ଧ ଭାବେ ନିର୍ଦ୍ଦେଶ ଜାରି କରାଯାଇଛି। କଟକ ସହର ସଟ୍‌ଡାଉନ୍‌କୁ ଦୃଷ୍ଟିରେ ରଖି ହାଇକୋର୍ଟ ବନ୍ଦ ନେଇ ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି।

ଯେଉଁସବୁ ଶୁଣାଣି ୬ ତାରିଖରୁ ୮ ତାରିଖ ପର୍ଯ୍ୟନ୍ତ ହେବାକୁ ଥିଲା ତାହା ହେବନାହିଁ। ୬ ତାରିଖରେ ହେବାକୁ ଥିବା ବେଞ୍ଚ୍‌ ଶୁଣାଣି ଆସନ୍ତା ୯ ତାରିଖରେ ବସିବ।

କଟକ ସହରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି କଟକ ସହରକୁ ଜୁଲାଇ ୮ ତାରିଖ ମଧ୍ୟରାତ୍ର ଯାଏ ସଟ୍‌ଡାଉନ୍ କରାଯାଇଛି।

ଆହୁରି ମଧ୍ୟ ପଢ଼ନ୍ତୁ: କଟକ ସହର ସଟ୍‌ଡାଉନ୍‌

ଆହୁରି ପଢ଼ନ୍ତୁ

ଡାକ୍ତରଖାନା ଷ୍ଟ୍ରେଚରରେ ରୋଗୀଙ୍କୁ ଶୁଆଇ ସହର ବୁଲିଲେ ସଂପର୍କୀୟ

ରାଜ୍ୟସଭାରେ କୃଷି ବିଲ୍‌କୁ ବିରୋଧ କଲା ବିଜେଡି

ଘର ଭିତରୁ ମିଳିଲା ବାଘର କଟା ମୁଣ୍ଡ, ଛାଲ

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

ଦିନକରେ ୧୦ ଆକ୍ରାନ୍ତଙ୍କ ମୃତ୍ୟୁ, ଓଡ଼ିଶାରେ ୭୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା

୨୪ ଘଣ୍ଟାରେ ଓଡ଼ିଶାରେ ୪,୩୩୦ କରୋନା ପଜିଟିଭ୍‌ ଚିହ୍ନଟ: ଖୋର୍ଦ୍ଧାରୁ ୬୪୪, କଟକରୁ ୫୪୯

ବଙ୍ଗୋପସାଗରରେ ଲଘୁଚାପ ବଳୟ ସୃଷ୍ଟି, ଆସନ୍ତା ୩ ଦିନ ଯାଏ ବର୍ଷା ସମ୍ଭାବନା

ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସମହାପାତ୍ରଙ୍କ ପରଲୋକ

‘ଜ୍ୱାଇଁ ମୋ ଝିଅ ବେକରେ ଦଉଡ଼ି ଲଗାଇ ମାରି ଦେଇଛନ୍ତି’ 

ବର୍ଷା ହେବାରୁ ଗଛତଳେ ଆଶ୍ରୟ ନେଇଥିଲେ, ହଠାତ୍‌ ହେଲା ବଜ୍ରପାତ

ଆଜି ପୁଣି ସୁସ୍ଥ ସଂଖ୍ୟା ୪ହଜାର ଟପିଲା

‘କରୋନାରୁ ଆରୋଗ୍ୟ ପରେ ବି ହୋଇପାରେ ସଂକ୍ରମଣ’

You might also like