ଲକ୍‌ଡାଉନ୍ ନ ବଢ଼ିଲେ ବାତିଲ ହେବ କୋର୍ଟ ଖରାଛୁଟି

କଟକ: ମେ’ ୩ ପରେ ଯଦି ଲକ୍‌ଡାଉନ୍ ନ ବଢ଼େ ତେବେ ଉଭୟ ଓଡ଼ିଶା ହାଇକୋର୍ଟ ଓ ତଳକୋର୍ଟରେ ଖରାଛୁଟି ବାତିଲ ହେବ। ଏନେଇ ଓଡିଶା ହାଇକୋର୍ଟ ରେଜିଷ୍ଟ୍ରାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ଓଡିଶା ହାଇକୋର୍ଟ ବାର୍‌ ଆସୋସିଏସନର ସଭାପତି, ଉପସଭାପତି, ସମ୍ପାଦକ ଓ ଅାଡଭୋକେଟ ଜେନେରାଲଙ୍କ ସହ ବିଚାରବିମର୍ଶ ପରେ ହାଇକୋର୍ଟଙ୍କ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି।

ଲକ୍‌ଡାଉନ୍‌ରେ କୋର୍ଟ ବନ୍ଦ ଥିବାରୁ ଖରାଛୁଟିରେ କୋର୍ଟ କାର୍ଯ୍ୟ ଚାଲିବ ବୋଲି ସୂଚନା ମିଳିଛି।

ସୂଚନାଥାଉ କି, ଲକ୍‌ଡାଉନ ସମୟରେ ଜରୁରୀ ମାମଲାର ଶୁଣାଣି ପାଇଁ ହାଇକୋର୍ଟ ଏକ ଘଣ୍ଟା ଖୋଲୁଥିଲା ଏବଂ ମାମଲାର ଶୁଣାଣି ଭିଡିଓ କନ୍‌ଫେରନ୍ସିଂ ଦ୍ୱାରା କରାଯାଉଥିଲା। ତଳ କୋର୍ଟ ପାଇଁ ମଧ୍ୟ ଏହି ନିୟମ ଲାଗୁ କରାଯାଇଥିଲା। ଯଦି ମେ’ ୩ ତାରିଖ ପରେ ଲକ୍‌ଡାଉନ ନ ଉଠେ ତେବେ ଏହି ପରି ଭିଡିଓ କନ୍‌ଫରେନ୍ସି ମାଧ୍ୟମରେ ଜରୁରୀ ମାମଲାର ଶୁଣାଣି କରାଯିବ।

ଆହୁରି ପଢ଼ନ୍ତୁ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ମାଡ଼ ମାରିଲେ ଡେପୁଟି କଲେକ୍ଟର

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଗ୍ୟାସ ସିଲିଣ୍ଡର ସଜାଡ଼ୁଥିବା ବେଳେ ହଠାତ୍ ଲାଗିଲା ନିଆଁ; ୬ ଗୁରୁତର

You might also like