ଆଜି ଓଟିଭି ଫୋର୍‌ସାଇଟ୍

ଦେଶର ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ହେବ ଆଲୋଚନା

ଭୁବନେଶ୍ୱର: ଆଜି ଓଟିଭି ଫୋର୍‌ସାଇଟ୍ କାର୍ଯ୍ୟକ୍ରମ ଆୟୋଜିତ ହେବ । ଓଟିଭିର ଏହି ନବମ ବାର୍ଷିକ ଆଲୋଚନାଚକ୍ର ଓ ସମ୍ମିଳନୀରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହେବ।

ବିଭିନ୍ନ କ୍ଷେତ୍ରରେ ପ୍ରତିଷ୍ଠିତ ଓ ଜଣାଶୁଣା ବ୍ୟକ୍ତିବିଶେଷ ଏହି ଅବସରରେ ଉପସ୍ଥିତ ରହିବେ। ସେମାନେ ଗତ ବର୍ଷଗୁଡ଼ିକ ଭଳି ଏଥର ମଧ୍ୟ ଗୋଟିଏ ମଞ୍ଚରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା, ପର୍ଯ୍ୟାଲୋଚନା ଓ ନିଷ୍କର୍ସ ବାହାର କରିବାର ପ୍ରୟାସ କରିବେ ।

You might also like