ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ମହିଳା ଥାନାରେ ହାଜର ହେଲେ ଓଟିଭି HR ମୁଖ୍ୟ

ଭୁବନେଶ୍ୱର: ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲାରେ ଆଜି ଭୁବନେଶ୍ୱର ମହିଳା ଥାନାରେ ହାଜର ହୋଇଛନ୍ତି ଓଟିଭି HR ମୁଖ୍ୟ। ପୂର୍ବରୁ ଓଟିଭିର ଦୁଇ ବରିଷ୍ଠ ସାମ୍ବାଦିକ ଓ HR ସହଯୋଗୀ ଥାନାରେ ହାଜର ହୋଇଥିଲେ।

ପୋଲିସକୁ ତଦନ୍ତରେ ପୂର୍ଣ୍ଣ ସହଯୋଗ କରି ହାଜର ହେଉଛନ୍ତି ଓଟିଭି କର୍ମଚାରୀ। ହେଲେ ମାମଲାରେ ଅଭିଯୁକ୍ତ ଥିବା ପୋଲିସ କର୍ମଚାରୀଙ୍କୁ ଏବେ ଯାଏ ଚିହ୍ନଟ କରିନି ପୋଲିସ୍। ଓଟିଭିକୁ ବାରମ୍ବାର ଡାକୁଥିଲେ ବି ନିଜ କର୍ମଚାରୀଙ୍କୁ ଚିହ୍ନଟ କରିପାରିନି ପୋଲିସ।

ପ୍ରକାଶଥାଉକି ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲାରେ ତଦନ୍ତର ଦିଗକୁ ନେଇ ପ୍ରଶ୍ନ ଉଠିଛି। ସାକ୍ଷୀଭାବେ ଓଟିଭିର କାର୍ଯରତ ବରିଷ୍ଠ ସାମ୍ବାଦିକଙ୍କୁ ଘନ ଘନ ଜେରା, କିନ୍ତୁ ଅଭିଯୁକ୍ତ ପୋଲିସ୍ କର୍ମଚାରୀଙ୍କୁ ନାହିଁ।

ହେଲେ ମାମଲା ହେବାର ୧୫ ଦିନ ପରେ ଭୁବନେଶ୍ୱର ଡିସିପି କହିଛନ୍ତି, ଅଭିଯୁକ୍ତ ପୋଲିସ୍ କର୍ମଚାରୀଙ୍କୁ ପଚରାଉଚରା ହୋଇନି।  ସେମାନଙ୍କ ପରିଚୟ ଯାଞ୍ଚ ଚାଲିଛି। ଅପରପକ୍ଷେ ଏଭଳି ସ୍ପର୍ଶକାତର ପ୍ରସଙ୍ଗରେ ମାମଲା ସଂପର୍କିତ ଅଡିଓ କ୍ଲିପ୍ ପ୍ରସାରଣ ନକରିବାକୁ ଗଣମାଧ୍ୟମକୁ ମଧ୍ୟ ଅପିଲ୍ କରିଛନ୍ତି ଡିସିପି।

ଆହୁରି ପଢ଼ନ୍ତୁ

ଉପନିର୍ବାଚନ ପାଇଁ ୩ରେ ଛୁଟି ଘୋଷଣା

ରାଜ୍ୟରେ ମନ୍ଦିର ଖୋଲାଯିବା ଦରକାର: ଧର୍ମେନ୍ଦ୍ର

୨ଟି ଥାଳି ଫ୍ରି ଆଶାରେ ଅନ୍‌ଲାଇନ୍ ଅର୍ଡର କରୁଥିବା ବ୍ୟକ୍ତିଙ୍କ ଅବସ୍ଥା କଣ ହେଲା ଜାଣନ୍ତୁ

ସୁସ୍ଥ ହୋଇଥିବା ଲୋକଙ୍କୁ ବି ପୁଣି ଥରେ କରୋନା ହେବ କି ନାହିଁ ? ଓଡ଼ିଶାରେ ମିଳିଲା ପ୍ରମାଣ

ଟ୍ରକ୍ ଧକ୍କାରେ ଚାଲିଗଲା ଅଜା-ନାତିର ଜୀବନ

ହବିଷ୍ୟାଳୀଙ୍କ ପାଇଁ ମିଳିବ ମହାପ୍ରସାଦ

ଭୁବନେଶ୍ୱରରେ ଅଧା ଲୋକଙ୍କୁ ଛୁଇଁଗଲାଣି କରୋନା

ନିର୍ବାଚନ ପୂର୍ବରୁ ୧୫୦୦ ଅପରାଧୀ ଚିହ୍ନଟ, ୭୫ ୱାରେଣ୍ଟିଙ୍କୁ ଜେଲ୍

ଫେସବୁକ୍‌ରେ ପ୍ରେମ ନିବେଦନ କରି ଯୁବତୀଙ୍କୁ ଦେଖା କରିବାକୁ ଯାଇଥିଲେ, ତା’ ପରେ…

ଘର ତିଆରି ପାଇଁ ୧୫ ହଜାର ଟଙ୍କାରେ ବିକିଥିଲେ ଶିଶୁ କନ୍ୟା 

‘ଓଡ଼ିଶାରେ କରୋନା ରି-ଇନ୍‌ଫେକ୍‌ସନ୍ ହେଉଛି ’

ବ୍ରହ୍ମପୁରରୁ ଦୁବାଇକୁ ଲମ୍ବିଛି IPL ବେଟିଂ, ଜବତ ହେଲା ଲକ୍ଷାଧିକ ଟଙ୍କା

You might also like