ସଙ୍ଗୀନ ଅଭିଯୋଗ ଆଣିଲେ ଓୟୁଏଟି କୁଳପତି

ଭୁବନେଶ୍ୱର(ଜଗଦୀଶ ଦାସ): ଅବସରର ମାସକ ପୂର୍ବରୁ ଛୁଟିରେ ପଠାଯିବା ପ୍ରସଙ୍ଗ ନେଇ ଓୟୁଏଟି କୁଳପତି ସୁରେନ୍ଦ୍ରନାଥ ପଶୁପାଳକ ସଙ୍ଗୀନ ଅଭିଯୋଗ କରିଛନ୍ତି। ରାଜ୍ୟପାଳଙ୍କ କାର୍ଯ୍ୟାଳୟକୁ ଦୋଷ ଦେବା ସହ ଅଭିସନ୍ଧି ରଖି ଏଭଳି କରାଯାଇଥିବା ସେ ଅଭିଯୋଗ କରିଛନ୍ତି।

ଏ ସଂପର୍କରେ କୁଳାଧିପତିଙ୍କୁ ଅବଗତ କରିଥିଲେ ବି କିଛି ସୁଫଳ ମିଳିନଥିଲା ବୋଲି ସେ କହିଛନ୍ତି।

ଯାହାବି ଅଭିଯୋଗ ଆସିଥିଲା ପ୍ରାଥମିକ ସ୍ତରରେ ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ନେଇଥିଲେ ଭଲ ହୋଇଥା’ନ୍ତା। କୌଣସି ପ୍ରକାର ଆର୍ଥିକ ଅନିୟମିତତା କିମ୍ବା ନିଯୁକ୍ତିରେ ଦୁର୍ନୀତି ହୋଇନାହିଁ। କିଛି ଲୋକ ଏଭଳି ଚକ୍ରାନ୍ତ କରି ବଦନାମ କରିବାକୁ ଚାହୁଁଛନ୍ତି। ସେମାନଙ୍କ କଥା ନଶୁଣିବାରୁ ସେମାନେ ପ୍ରତିକ୍ରିୟାଶୀଳ ହୋଇ ଏଭଳି ଚକ୍ରାନ୍ତ କରିଛନ୍ତି ବୋଲି ପଶୁପାଳକ କହିଛନ୍ତି।

 

ଆହୁରି ପଢ଼ନ୍ତୁ

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

OLA ଡ୍ରାଇଭରଙ୍କ ହାତଗୋଡ଼ ବାନ୍ଧି କାର୍‌ ଡିକିରେ ଭର୍ତ୍ତି କରି ନେଉଥିଲେ; ଅଧା ବାଟରେ ଘଟିଲା ଏମିତି ଘଟଣା

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୫୨ କରୋନା ଆକ୍ରାନ୍ତ

ରାଜ୍ୟରେ ବଢ଼ିଲା ବିଦ୍ୟୁତ୍ ଦର

ବରିଷ୍ଠ IPS ସ୍ତରରେ ଅଦଳବଦଳ

୨୫ରୁ ପୁଣି ବର୍ଷା, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆଜି ଭୁବନେଶ୍ୱରରୁ ଚିହ୍ନଟ ହେଲେ ୩୦୧ କରୋନା ଆକ୍ରାନ୍ତ

ହାଇକୋର୍ଟଙ୍କ ନିର୍ଦ୍ଦେଶ: ଦୁଷ୍କର୍ମ ପୀଡ଼ିତାଙ୍କୁ ୫ ଲକ୍ଷ ଟଙ୍କା ଦିଅ

୫ ଶହ ଟଙ୍କା ପାଇଁ ନାବାଳକଙ୍କୁ ପିଟି ପିଟି ମାରିଦେଲେ !

ରହସ୍ୟ ଘେରରେ ମା’-ଝିଅଙ୍କ ମୃତ୍ୟୁ: ୪ ଦିନ ହେଲା ପଡ଼ି ରହିଛି ମୃତଦେହ

ବିଜେଡି ଛାଡ଼ିବା ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ଟାଣିଲେ ରବୀନ୍ଦ୍ର ଜେନା

You might also like