ପଶ୍ଚିମବଙ୍ଗକୁ ଯିବା ମନା

ବାଲେଶ୍ୱର: ପଶ୍ଚିମବଙ୍ଗରୁ ଫେରୁଥିବା ଲୋକଙ୍କୁ ପଞ୍ଚାୟତସ୍ତରର କ୍ୱାରେଣ୍ଟିନ୍ ସେଣ୍ଟରରେ ରଖାଯାଉଛି। ଲକ୍ଷଣ ଥିବା ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ଯାଞ୍ଚ ହେଉଛି। ଏହାସହ ଅନ୍ୟ ବ୍ୟକ୍ତିଙ୍କୁ କ୍ୱାରେଣ୍ଟିନ୍‌ରେ କଡ଼ା ନଜରରେ ରଖାଯାଇଛି।

ସେହିଭଳି କୌଣସି ବ୍ୟକ୍ତିଙ୍କୁ ଏବେ ପଶ୍ଚିମବଙ୍ଗକୁ ଯିବାକୁ ଅନୁମତି ଦିଆଯାଉନି । ଆଜି ବାଲେଶ୍ୱର ଜିଲ୍ଲା ଗସ୍ତରେ ଥିବା ବରିଷ୍ଠ ଆଇଏଏସ୍ ତଥା ଜିଲ୍ଲାରେ କୋଭିଡ ପର୍ଯ୍ୟବେକ୍ଷକ ଥିବା ମଧୁସୂଦନ ପାଢ଼ୀ ଏନେଇ ସୂଚନା ଦେଇଛନ୍ତି।

ସେହିଭଳି ସୁରତରୁ ଫେରୁଥିବା ଲୋକଙ୍କର ବି ସ୍ୱାସ୍ଥ୍ୟବସ୍ଥା ଯାଞ୍ଚ କରାଯିବା । ଜିଲ୍ଲାର ପରିସ୍ଥିତି ସମ୍ପର୍କରେ ବରିଷ୍ଠ ଆଇଏଏସ୍ ମଧୁସୂଦନ ପାଢ଼ୀ ଜିଲ୍ଲାପାଳଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି।

ଆହୁରି ପଢ଼ନ୍ତୁ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

କରୋନା ଆକ୍ରାନ୍ତ ଗର୍ଭବତୀ କେମିତି ନେବେ ଯତ୍ନ? ପରାମର୍ଶ ଦେଲେ ବିଶେଷଜ୍ଞ

ନିଜ କର୍ମଚାରୀଙ୍କୁ ଚିହ୍ନଟ କରିପାରୁନି କି ପୋଲିସ?

ପୁଣିଥରେ ମହିଳା କମିଶନଙ୍କ ନିକଟରେ ହାଜର ହେବା ପାଇଁ ଓଟିଭି ଏମଡିଙ୍କୁ ସମନ

ଭୁବନେଶ୍ୱରରେ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୩୪୫ ପଜିଟିଭ୍ ଚିହ୍ନଟ

ଏଥର କେମିତି ବସିବ ବିଧାନସଭାର ମୌସୁମୀ ଅଧିବେଶନ, ଜାଣନ୍ତୁ

+୨ ନାମ ଲେଖା ଅବଧି ବଢ଼ିଲା

ଚାହୁଁ ଚାହୁଁ ଜଳିଗଲା ଚଳନ୍ତା କାର୍

ଘରୁ ମିଳିଲା ନାବାଳିକାର ଅର୍ଦ୍ଧଦଗ୍ଧ ମୃତଦେହ

You might also like