ପେଟ୍ରୋଲ୍ ପମ୍ପରୁ ୭ଲକ୍ଷ ୪୧ ହଜାର ଟଙ୍କା ଜବତ କଲା ଫ୍ଲାଇଂ ସ୍କ୍ୱାଡ୍

କଟକ  : କଟକ ଅଞ୍ଚଳରେ ୭ଲକ୍ଷରୁ ଅଧିକ ଟଙ୍କା ଜବତ। ଏକ ପେଟ୍ରୋଲ୍ ପମ୍ପରୁ ୭ଲକ୍ଷ ୪୧ ହଜାର ଟଙ୍କା ଜବତ କରାଯାଇଛି। ଜଗତପୁର ନିକଟ ଏକ ପେଟ୍ରୋଲ ପମ୍ପରୁ ନିର୍ବାଚନ କମିଶନ୍‌ଙ୍କ ଫ୍ଲାଇଂ ସ୍କ୍ୱାଡ୍ ଏସବୁ ଟଙ୍କାକୁ ଜବତ କରିଛି।

 

ପେଟ୍ରୋଲ ପମ୍ପଟି ଜଣେ ବିଧାୟକ ପ୍ରାର୍ଥୀଙ୍କ ବୋଲି ସୂଚନା ମିଳିଛି। ତେବେ ଏତେ ଟଙ୍କା କାହାର ଏବଂ କେଉଁଆଡ଼େ ନିଆଯାଉଥିଲା, ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରିନି।

ଆହୁରି ପଢ଼ନ୍ତୁ

Bhubaneswar Corona News: ଭୁବନେଶ୍ୱରରୁ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ, ୨୧୮ ଲୋକାଲ କେସ୍

ଶ୍ରୀକୃଷ୍ଣଙ୍କ ପ୍ରେମରେ ବାୟା ଋଷିଆନ୍ ଦମ୍ପତି

‘ବିଜେଡିର ବିରୋଧ ପଛରେ ସିବିଆଇ ରେଡ୍’

ବୋହୂର ପିଲାପିଲି ନହେବାରୁ ଶ୍ୱଶୁର ଭିଆଇଲା ଏଭଳି କାଣ୍ଡ

ରାଜ୍ୟରେ କାହିଁକି ବଢ଼ୁଛି କରୋନା ସଂକ୍ରମଣ?

ଡାକ୍ତରଖାନା ଷ୍ଟ୍ରେଚରରେ ରୋଗୀଙ୍କୁ ଶୁଆଇ ସହର ବୁଲିଲେ ସଂପର୍କୀୟ

ରାଜ୍ୟସଭାରେ କୃଷି ବିଲ୍‌କୁ ବିରୋଧ କଲା ବିଜେଡି

ଘର ଭିତରୁ ମିଳିଲା ବାଘର କଟା ମୁଣ୍ଡ, ଛାଲ

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

ଦିନକରେ ୧୦ ଆକ୍ରାନ୍ତଙ୍କ ମୃତ୍ୟୁ, ଓଡ଼ିଶାରେ ୭୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା

୨୪ ଘଣ୍ଟାରେ ଓଡ଼ିଶାରେ ୪,୩୩୦ କରୋନା ପଜିଟିଭ୍‌ ଚିହ୍ନଟ: ଖୋର୍ଦ୍ଧାରୁ ୬୪୪, କଟକରୁ ୫୪୯

ବଙ୍ଗୋପସାଗରରେ ଲଘୁଚାପ ବଳୟ ସୃଷ୍ଟି, ଆସନ୍ତା ୩ ଦିନ ଯାଏ ବର୍ଷା ସମ୍ଭାବନା

You might also like