ମହିଳା କର୍ମଚାରୀଙ୍କୁ ମାଲିକଙ୍କ ଦୁଷ୍କର୍ମ ଅଭିଯୋଗ

ରାଉରକେଲା( ସତ୍ୟାନନ୍ଦ ମହାନ୍ତି) : ରାଉରକେଲାରେ ଜଣେ ମହିଳା କର୍ମଚାରୀଙ୍କୁ ଦୁଷ୍କର୍ମ ଅଭିଯୋଗ। ରାଉରକେଲା ଛେଣ୍ଡ୍ କଲୋନୀର ଏକ ଧୂପକାଠି ପ୍ରସ୍ତୁତ କମ୍ପାନୀ ମାଲିକଙ୍କ ନାଁରେ ଅଭିଯୋଗ ଆସିଛି।

 କମ୍ପାନୀର ଜଣେ ମହିଳା କର୍ମଚାରୀଙ୍କୁ ମାଲିକ ଦୁଷ୍କର୍ମ କରିଥିବା ନେଇ ରଘୁନାଥପାଲ୍ଲୀ ଥାନାରେ ଅଭିଯୋଗ କରିଛନ୍ତି ସମ୍ପୃକ୍ତ ମହିଳା। ଏହାପରେ ପୁଲିସ ଏକ ମାମଲା ରୁଜୁ କରିଛି। ସୋଶାଲ ମିଡିଆରେ ଫେକ୍ ଆଇଡିରେ ମହିଳାଙ୍କ ଅଶ୍ଳୀଳ ଫଟୋ ଅପ୍‌ଲୋଡ କରି ବ୍ଲାକମେଲିଂ କରିବା ସହିତ ମାଲିକ ଦୁଷ୍କର୍ମ କରିଥିବା ସେ ଅଭିଯୋଗ କରିଛନ୍ତି। ଥାନାରେ ମାମଲା ରୁଜୁ ପରେ ଅଭିଯୁକ୍ତ ଫେରାର ହୋଇଯାଇଛି।

 

ଆହୁରି ପଢ଼ନ୍ତୁ

ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ୱାର୍ଣ୍ଣିଂ

ସ୍ୱାଭିମାନ ଅଞ୍ଚଳରେ ମୁଣ୍ଡ ଗଡ଼ାଇଲେ ମାଓବାଦୀ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

You might also like