ଜୁଲାଇରେ ଓଡ଼ିଶାରେ ପହଞ୍ଚିବେ ପଙ୍ଗପାଳ !

ଭୁବନେଶ୍ୱର: ଉତ୍ତର ଓ ପଶ୍ଚିମ ଭାରତରେ ଧ୍ୱଂସଲୀଳା ରଚିଥିବା ପାକିସ୍ତାନୀ ପଙ୍ଗପାଳ ଦଳ ଓଡ଼ିଶା ଆସିବେ କି ନାହିଁ ତାହା ଆଉ ୪, ୫ ଦିନ ପରେ ଜଣାପଡ଼ିବ । ତେବେ ସେମାନଙ୍କ ଗତିବିଧି ଉପରେ ରାଜ୍ୟ ସରକାର ନଜର ରଖିଛନ୍ତି । ଏହାସହ ଆଜି ସକାଳେ କେନ୍ଦ୍ରୀୟ ସମନ୍ୱିତ କୀଟ ପରିଚାଳନା କେନ୍ଦ୍ର-CIPMs ସହ ଏନେଇ ଆଲୋଚନା ହୋଇଛି ବୋଲି ରାଜ୍ୟ କୃଷି ନିର୍ଦ୍ଦେଶକ ଏମ୍. ମୁଥୁକୁମାର କହିଛନ୍ତି ।

ସୂଚନା ଅନୁଯାୟୀ ପଙ୍ଗପାଳ ଏବେ ମଧ୍ୟପ୍ରଦେଶର ସତନା ଓ ଏହାର ଆଖପାଖ ଅଞ୍ଚଳରେ ଅଛନ୍ତି । ପଙ୍ଗପାଳ ଦୁର୍ବଳ ଅବସ୍ଥାର ଥିବାବେଳେ ଏବେସୁଦ୍ଧା ଛତିଶଗଡ଼ ଆସିନାହାନ୍ତି । ଏଣୁ ଆଉ ୫ ଦିନ ଅପେକ୍ଷା କରାଯାଉଛି ବୋଲି ମୁଥୁକୁମାର କହିଛନ୍ତି ।

ତେବେ ଖାଦ୍ୟ ଓ କୃଷି ସଂଗଠନର ସୂଚନା ଅନୁସାରେ ନୂଆ ପଙ୍ଗପାଳ ଦଳ ଜୁଲାଇରେ ଓଡ଼ିଶା ଆସିପାରନ୍ତି । ଏ ନେଇ କେନ୍ଦ୍ର ସରକାର ମାର୍ଗଦର୍ଶିକା ଦେବା ପରେ ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି।

ଆହୁରି ପଢ଼ନ୍ତୁ

ବିଜେଡିରେ କେଁ: ଇସ୍ତଫା ଦେଉ ଦେଉ ଦଳରୁ ବିଦା ହେଲେ ଯୁବ ନେତା

Odisha Plus 3 Admissions: ପ୍ରକାଶ ପାଇଲା ପ୍ରଥମ କଟ୍ ଅଫ୍ ମାର୍କ

ଦିନକରେ ୧୬ କରୋନା ରୋଗୀଙ୍କ ମୃତ୍ୟୁ, ଓଡ଼ିଶାରେ ୮୦୦ ଟପିଲା ମୃତ୍ୟୁ ସଂଖ୍ୟା

ଦିନକରେ ଓଡ଼ିଶାରେ ୩,୨୩୫ କରୋନା ଆକ୍ରାନ୍ତ‌ ଚିହ୍ନଟ

ପ୍ରତି ୧୫ ଦିନରେ କୋଭିଡ୍ ହସ୍ପିଟାଲ୍‌ରେ ହେବ ଫାୟାର ସେଫ୍ଟି ଅଡିଟ୍

ଆଗ ଭୁଲ୍ କଲା,‌ ପରେ କ୍ଷମା ମାଗିଲା: ସମ୍ବଲପୁରୀ ଶାଢୀ ପଶ୍ଚିମବଙ୍ଗର ବୋଲି କହିଲା Amazon

Plus III Admission: ଆଜି ପ୍ରକାଶ ପାଇବ ପ୍ରଥମ ମେରିଟ୍ ଲିଷ୍ଟ

ତାପଙ୍ଗର ହାତିଆ ମୁଣ୍ଡିଆ ନିଷିଦ୍ଧାଞ୍ଚଳ ଘୋଷିତ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

You might also like