ଭାଙ୍ଗିଲା ବ୍ରାହ୍ମଣୀ ସେତୁର ସ୍ଲାବ୍‌

ରାଉରକେଲା(ସତ୍ୟାନନ୍ଦ ମହାନ୍ତି): ରାଉରକେଲା ବ୍ରାହ୍ମଣୀ ସେତୁର ଏକ ସ୍ଲାବ୍‌ ଭାଙ୍ଗି ଯାଇଛି। ଯାହାଫଳରେ ୧୪୩ ନମ୍ୱର ଜାତୀୟ ରାଜପଥର  ଉଭୟ ପାର୍ଶ୍ୱରେ ଶହ ଶହ ଗାଡ଼ି ଅଟକି ରହିଛି। ପ୍ରାୟ ୩ କିଲୋମିଟର ଯାଏ ରାସ୍ତା ଜାମ୍‌ ରହିଛି। ତେଣୁ ଟ୍ରାଫିକ୍‌ ନିୟନ୍ତ୍ରଣ ପାଇଁ ୧ ପ୍ଲାଟୁନ୍‌ ପୁଲିସ୍‌ ଫୋର୍ସ  ନିୟୋଜିତ ହୋଇଛନ୍ତି। ଏଥିସହ ଟ୍ରାଫିକ୍ ପୁଲିସ୍ ମଧ୍ୟ ନିୟୋଜିତ ରହି ଭିଡ଼ ନିୟନ୍ତ୍ରଣ କରୁଛନ୍ତି।

ତେବେ ଭାଙ୍ଗିଯାଇଥିବା ସ୍ଲାବ୍‌ ସ୍ଥାନରେ ଲୁହା ପ୍ଲେଟ୍‌ ପକାଯାଇଛି। ହେଲେ ପ୍ଲେଟ୍‌ ଉପର ଦେଇ ଲୋକେ ଯିବାକୁ ଭୟ କରୁଥିବାରୁ ଜାମ୍ ଲାଗି ରହିଛି।

୫ ବର୍ଷ ତଳେ କେନ୍ଦ୍ରମନ୍ତ୍ରୀ ନିତିନ ଗଡ଼କାରୀ ଦ୍ୱିତୀୟ ବ୍ରହ୍ମଣୀ ସେତୁର ଶିଳାନ୍ୟାସ କରିଥିଲେ। ହେଲେ ଏପର୍ଯ୍ୟନ୍ତ କାମରେ ବିଶେଷ ଅଗ୍ରଗତି ହୋଇନାହିଁ ।

ଆହୁରି ପଢ଼ନ୍ତୁ

ପରଲୋକରେ ‘ଜହ୍ନମାମୁଁ’ ପତ୍ରିକାର ପ୍ରସିଦ୍ଧ କାର୍ଟୁନିଷ୍ଟ କେ.ସି ଶିବଶଙ୍କର

ପାନ ଖାଇ ଶ୍ରୀମନ୍ଦିରକୁ ଯାଇପାରିବେନି; ଧରା ପଡ଼ିଲେ ଗଣିବେ ଫାଇନ୍‌

ଗାନ୍ଧି ଜୟନ୍ତୀରୁ ବିଜେଡିର କୋଭିଡ୍ ମହାମାରୀ ସଚେତନତା ଅଭିଯାନ

ବିଜୁଳି ଦର ବୃଦ୍ଧି ନେଇ ସରକାରଙ୍କୁ କଂଗ୍ରେସର ଟାର୍ଗେଟ୍‌

ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍‌ର କପିକୁ ଚିରି ଦେଲେ ତାରା

ଗୃହରେ କୋଭିଡ ତାତି; କଂପାନୀଙ୍କୁ ବ୍ଲାଙ୍କ୍ ଚେକ୍ କାହିଁକି ଦିଆଯାଇଥିଲା ବୋଲି ପ୍ରଶ୍ନ କଲା ବିରୋଧୀ

ରାଜ୍ୟରେ ୩୮୯୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ମୋଟ ସୁସ୍ଥ ସଂଖ୍ୟା…

କମିବ ଘରୋଇ ସ୍କୁଲ୍‌ ଫି !

ଭୁବନେଶ୍ୱରରୁ ୩୨୯ ପଜିଟିଭ ଚିହ୍ନଟ ଓ ୩୯୫ ସୁସ୍ଥ

ହାଇକୋର୍ଟରେ ମାମଲା ଦାୟର କଲେ ସମ୍ବିତ ପାତ୍ର

୫୪ ସିଟ୍ ପାଇଁ ଉପନିର୍ବାଚନ ତାରିଖ ଘୋଷଣା କଲେ ଇସି

କରୋନା ସଂକ୍ରମଣ ଭିତରେ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ

You might also like