ଶିକ୍ଷକ ନିଯୁକ୍ତି ଦାବିରେ ସ୍କୁଲରେ ତାଲା ପକାଇଲେ ଅଭିଭାବକ ଓ ଛାତ୍ରଛାତ୍ରୀ

ଯାଜପୁର: ଶିକ୍ଷକ ନିଯୁକ୍ତି ଦାବିରେ ସ୍କୁଲରେ ତାଲା ପକାଇ ଧାରଣା ଦେଲେ ଛାତ୍ରଛାତ୍ରୀ ଓ ଅଭିଭାବକ। ଯାଜପୁର ବଡ଼ିଚଣା ବ୍ଲକ ରଇପୁର ନୋଡାଲ ଉଚ୍ଚ ବିଦ୍ୟାଳୟରେ ସ୍କୁଲ୍ ଫାଟକରେ ତାଲା ପକାଇ ଫାଟକ ସମ୍ମୁଖରେ ଧାରଣାରେ ବସିରହିଛନ୍ତି ଛାତ୍ରାଛାତ୍ରୀ ଓ ଅଭିଭାବକ।

ଦୀର୍ଘଦିନ ହେଲା ସ୍କୁଲରେ ସ୍ଥାୟୀ ପ୍ରଧାନଶିକ୍ଷକ ନଥିବାବେଳେ ସାହିତ୍ୟ, ଇଂରାଜୀ, ହିନ୍ଦୀ, ସଂସ୍କୃତ, ସାମାଜିକ ବିଜ୍ଞାନ ବିଷୟ ପାଇଁ ଶିକ୍ଷକ ନାହାଁନ୍ତି। ଏ ସମ୍ପର୍କରେ ଅନେକ ଥର ବ୍ଲକ ଶିକ୍ଷାଅଧିକାରୀ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଜଣାଇବା ପରେ ବି କୌଣସି ପଦକ୍ଷେପ ନିଆଯାଇନାହିଁ। ଏଥିପାଇଁ ବାଧ୍ୟ ହୋଇ ଅଭିଭାବକ ଓ ଛାତ୍ରଛତ୍ରୀମାନେ ମିଶି ଆନ୍ଦୋଳନ କରିଛନ୍ତି।

ବ୍ଲକ୍ ଅତିରିକ୍ତ ଶିକ୍ଷାଅଧିକାରୀ ଧାରଣାସ୍ଥଳରେ ପହଞ୍ଚି ସମସ୍ୟା ସଂପର୍କରେ ବୁଝିଛନ୍ତି। କିନ୍ତୁ ନିର୍ଭର ଯୋଗ୍ୟ ପ୍ରତିଶ୍ରୁତି ନମିଳିବା ଯାଏ ଧାରଣା ଜାରି ରହିବ ବୋଲି ଚେତାବନୀ ଦିଆଯାଇଛି।

ଆହୁରି ପଢ଼ନ୍ତୁ

ମନ୍ଦିରା ଡ୍ୟାମ୍‌ର ୧୧ଟି ଗେଟ୍ ଖୋଲାଯିବା ପରେ ଶତାଧିକ ଲୋକ ଜଳବନ୍ଦୀ

ଛାତ୍ରଙ୍କୁ ହଷ୍ଟେଲ୍‌ ୱାର୍ଡେନ୍‌ଙ୍କ ନିସ୍ତୁକ ମାଡ଼;  ଭିଡିଓ ଭାଇରାଲ୍

ଯୁବକଙ୍କୁ ଛାତ ଉପରୁ ଠେଲି ମାରିଦେଲେ ଦୁଇ ସାଙ୍ଗ

ରାଜ୍ୟ ନିର୍ବାଚନ କମିଶନର ଭାବେ ଦାୟିତ୍ୱ ଗ୍ରହଣ କଲେ ଆଦିତ୍ୟ ପାଢ଼ୀ

ମୁଖ୍ୟ ଶାସନ ସଚିବ ଦାୟିତ୍ୱ ଗ୍ରହଣ କଲେ ଅସିତ୍ ତ୍ରିପାଠୀ

ଖୋଲାଗଲା ହୀରାକୁଦ ଡ୍ୟାମ୍‌ର ଆଉ ୭ଟି ଗେଟ୍

ଖୋଲିଲା ବାଲିମେଳା ଡ୍ୟାମର  ଦୁଇଟି ଗେଟ୍

ତାଳଚେର ବିଧାୟକଙ୍କ ବାସଭବନରେ ଅଗ୍ନିକାଣ୍ଡ

ସୁନ୍ଦରଗଡ଼ରେ ବନ୍ୟା ପରିସ୍ଥିତି ସଙ୍ଗୀନ, ଜଳକା ଫୁଲୁଛି

ଆରମ୍ଭ ହେଲା ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ

ଏନ୍ଆଇଟି ପ୍ରଫେସର ଆତ୍ମହତ୍ୟା ଘଟଣା; ତଦନ୍ତ କରୁଛି ପୋଲିସ୍

ଫୋନିକୁ ବିତିଲା ୩ ମାସ; କ୍ଷତିଗ୍ରସ୍ତଙ୍କୁ ଜରିପାଲ ଖଣ୍ଡେ ବି ମିଳିନି

You might also like