• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ଆନନ୍ଦପୁର: ଆନନ୍ଦପୁର-କରଞ୍ଜିଆ ରାସ୍ତାର ସାତକୋଶିଆ ଘାଟିରେ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଘାଟିରୁ ବସ୍‌ ଓଲଟି ପଡ଼ିବା ଯୋଗୁ ୨୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଘାଟିରୁ ଓଲଟି ପଡ଼ିବା ପରେ ବସ୍‌ରେ ନିଆଁ ଲାଗି ଯାଇଥିବା ଜଣାପଡ଼ିଛି।

ସୂଚନା ଅନୁସାରେ, ୪୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କୁ ନେଇ ବସ୍‌ଟି ଆଜି ସକାଳେ କରଞ୍ଜିଆରୁ ଭୁବନେଶ୍ୱର ଅଭିମୁଖେ ଯାତ୍ରା କରିଥିଲା। ଏହି ସମୟରେ ବସ୍‌ଟି ସାତକୋଶିଆ ଘାଟିରୁ ଓଲଟି ପଡ଼ିଥିଲା। ଫଳରେ ୨୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି। ଘାଟିରୁ ଓଲଟି ପଡ଼ିବା ପରେ ବସ୍‌ରେ ନିଆଁ ଲାଗି ଯାଇଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ଓ ସ୍ଥାନୀୟ ଲୋକ ପହଞ୍ଚି ଉଦ୍ଧାରୀ କାର୍ଯ୍ୟ କରିଛନ୍ତି।

ସୂଚନାଥାଉ କି, ଗତକାଲି କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା କୁମ୍ଭାରୁଣୀ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଥିଲା। ଭାରସାମ୍ୟ ହରାଇ ବସ୍‌ ଓଲଟି ପଡ଼ିବାରୁ ୧୦ଜଣ ଯାତ୍ରୀ ଆହତ ହୋଇଥିଲେ

Passenger-bus-overturns-in-satkosia-ghati
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories