• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ଝାରସୁଗୁଡ଼ା: ଆଜିଠୁ ଝାରସୁଗୁଡ଼ା ସ୍ଥିତ ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ Alliance Air ଏହାର ବିମାନ ସେବା ଆରମ୍ଭ କରିଛି। ୭ଜଣ ଯାତ୍ରୀଙ୍କୁ ନେଇ ବିମାନଟି କୋଲକାତାରୁ ବାହାରି ଆଜି ସକାଳ ୭ଟା ୪୦ ମିନିଟ୍‌ରେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିଥିବା ସୂଚନା ମିଳିଛି।

ସେହିପରି ବିମାନଟି ୯ଟା ୧୫ରେ  ଝାରସୁଗୁଡାରୁ ବାହାରି ଭୁବନେଶ୍ୱରରେ ପହଞ୍ଚିବ। ଭୁବନେଶ୍ୱରରୁ ୯ଟା ୪୫ରେ ବାହାରି ୧୦ଟା ୫୦ରେ ବିମାନଟି ଝାରସୁଗୁଡାରେ ପହଞ୍ଚିବ। ଝାରସୁଗୁଡାରୁ ଦିନ ୧୧ଟା ୩୦ରେ ବାହାରି ଦିନ ୧ଟାରେ କୋଲକାତାରେ ପହଞ୍ଚିବ ବିମାନ।

ଗତ ୨୫ ତାରିଖରୁ ଝାରସୁଗୁଡ଼ା ବିମାନ ବନ୍ଦରରୁ ସ୍ପାଇସ୍‌ ଜେଟ୍ କେବଳ ଝାରସୁଗୁଡାରୁ ହାଇଦ୍ରାବାଦ ଏବଂ ନୂଆଦିଲ୍ଲୀକୁ ବିମାନ ସେବା ଆରମ୍ଭ କରିଛି। କରୋନା ମୁକାବିଲା ପାଇଁ ବିମାନ ସେବା ସାମୟିକ ଭାବେ ବନ୍ଦ ରହିଥିଲା।

Passengers-arrive-at-vss-airport-jharsuguda-to-board-flight-as-alliance-air-resumes-operations-today
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories