• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rosalin Rath

ଭୁବନେଶ୍ୱର: ଆସନ୍ତା ମେ’ ୧୯ ତାରିଖରେ ପାଟକୁରା ବିଧାନସଭା ଆସନରେ ହେବ ମତଦାନ। ଏନେଇ ନିର୍ବାଚନ କମିଶନଙ୍କ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ମେ’ ୧ରେ ନାମାଙ୍କନ ଦାଖଲର ଶେଷ ତାରିଖ ରହିଛି।

ମେ’ ୨ରେ ପ୍ରାର୍ଥିପତ୍ର ଯାଞ୍ଚ କରାଯିବ। ମେ’ ୪ ତାରିଖ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର କରାଯାଇପାରିବ।

ଚତୁର୍ଥ ପର୍ଯ୍ୟାୟ ତଥା ଏପ୍ରିଲ ୨୯ରେ ପାଟକୁରାରେ ନିର୍ବାଚନ ହେବାର ଥିଲା। ତେବେ ବିଜେଡି ପ୍ରାର୍ଥୀ ବେଦପ୍ରକାଶ ଅଗ୍ରୱାଲଙ୍କ ଦେହାନ୍ତ କାରଣରୁ ଏଠାରେ ବିଧାନସଭା ପାଇଁ ମତଦାନକୁ ସ୍ଥଗିତ ରଖାଯାଇଥିଲା।

 

Patkura-assembly-elections-to-be-held-on-may-19
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories