ପାଟକୁରା ନିର୍ବାଚନ ଫଳାଫଳ: ୧୨ତମ ରାଉଣ୍ଡ୍ ଶେଷ ସୁଦ୍ଧା ବିଜେଡି ଆଗୁଆ
କେନ୍ଦ୍ରାପଡ଼ା: ପାଟକୁରା ବିଧାନସଭା ଆସନ ଲାଗି ଆଜି ସକାଳ ୮ଟାରୁ ଭୋଟ୍ ଗଣତି ଆରମ୍ଭ ହୋଇଛି। ୧୨ ରାଉଣ୍ଡ ଶେଷ ସୁଦ୍ଧା ୧୬, ୧୪୪ ଭୋଟ୍ରେ ବିଜେଡି ଆଗୁଆ ରହିଛି। ଏହି ରାଉଣ୍ଡରେ ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରୱାଲ୍ଙ୍କୁ ୬୯, ୬୯୬ ଖଣ୍ଡ ଭୋଟ୍ ମିଳିଛି। ସେହିପରି ବିଜେପି ପ୍ରାର୍ଥୀ ବିଜୟ ମହାପାତ୍ରଙ୍କୁ ୫୩, ୫୫୨ ଖଣ୍ଡ ଏବଂ କଂଗ୍ରେସ ପ୍ରାର୍ଥୀ ଜୟନ୍ତ ମହାନ୍ତିଙ୍କୁ ୧୬୯୩ ଖଣ୍ଡ ଭୋଟ୍ ମିଳିଛି। ଶେଷ ୧୦ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ତାଙ୍କ […]
କେନ୍ଦ୍ରାପଡ଼ା: ପାଟକୁରା ବିଧାନସଭା ଆସନ ଲାଗି ଆଜି ସକାଳ ୮ଟାରୁ ଭୋଟ୍ ଗଣତି ଆରମ୍ଭ ହୋଇଛି।
୧୨ ରାଉଣ୍ଡ ଶେଷ ସୁଦ୍ଧା ୧୬, ୧୪୪ ଭୋଟ୍ରେ ବିଜେଡି ଆଗୁଆ ରହିଛି। ଏହି ରାଉଣ୍ଡରେ ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରୱାଲ୍ଙ୍କୁ ୬୯, ୬୯୬ ଖଣ୍ଡ ଭୋଟ୍ ମିଳିଛି। ସେହିପରି ବିଜେପି ପ୍ରାର୍ଥୀ ବିଜୟ ମହାପାତ୍ରଙ୍କୁ ୫୩, ୫୫୨ ଖଣ୍ଡ ଏବଂ କଂଗ୍ରେସ ପ୍ରାର୍ଥୀ ଜୟନ୍ତ ମହାନ୍ତିଙ୍କୁ ୧୬୯୩ ଖଣ୍ଡ ଭୋଟ୍ ମିଳିଛି।
ଶେଷ ୧୦ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ତାଙ୍କ ମୁଖ୍ୟ ପ୍ରତିଦ୍ୱନ୍ଦୀ ବିଜେପି ପ୍ରାର୍ଥୀଙ୍କ ଠାରୁ ଆଗୁଆ ଅଛନ୍ତି।