ପିଇବା ପାଣି ପାଇଁ ରାସ୍ତାରୋକ୍‌

ଆଠଗଡ଼ ( ନୀଳକଣ୍ଠ ଦୋରା) : ପିଇବା ପାଣି ସମସ୍ୟାର ସମାଧାନ ଲାଗି ରାଜରାସ୍ତାରେ ଲୋକେ। ୩ଦିନ ଧରି ପିଇବା ପାଣି ନ ପାଇ ପୁରୁଣା କଟକ ସମ୍ବଲପୁର ରାସ୍ତାର କନ୍ତୋଲ ଠାରେ ଗରା ବାଲଟି ଧରି ଲୋକେ ରାସ୍ତା ରୋକ କରିଛନ୍ତି।

ଗ୍ରାମକୁ ସଂଯୋଗ କରାଯାଇଥିବା ପାଇପ୍‌ ଲାଇନକୁ ଖୋଳାଯାଇଥିବା ଯୋଗୁଁ ପାଣି ଆସୁନି। ଶୀଘ୍ର ଏହାର ମରାମତି କରି ପାଣି ଯୋଗାଇବାକୁ ଗ୍ରାମବାସୀ ଦାବି କଲେ ବି କେହି ଶୁଣୁନଥିବା ଅଭିଯୋଗ ହୋଇଛି।

ସେପଟେ ଏନେଇ ଖବର ପ୍ରକାଶ ପାଇବା ପରେ ପ୍ରଶାସନ ପକ୍ଷରୁ ଲୋକଙ୍କୁ ବୁଝାଶୁଝା କରାଯାଉଛି।

 

ଆହୁରି ପଢ଼ନ୍ତୁ

ଓଡ଼ିଶାରେ କରୋନା ଟିକା ମାଗଣାରେ ଦିଆଯିବ କି? ରଣେନ୍ଦ୍ରଙ୍କ ପ୍ରଶ୍ନର ଜବାବ ରଖିଲା ବିଜେପି

ବିଶ୍ୱାସରେ ବିଷ ଦେଇଦେଲେ ସାଙ୍ଗ !

ଥାନା ଅଧିକାରିଣୀଙ୍କ ଶୁଭେଚ୍ଛା ବିଜ୍ଞାପନରେ ବିଧାୟକଙ୍କ ଫଟୋ ଓ ଦଳୀୟ ଚିହ୍ନ

‘ଓଡ଼ିଶା ଲୋକଙ୍କୁ ମାଗଣା ଟିକା ପାଇଁ କଥାଦେବାକୁ ପଛଘୁଞ୍ଚା କାହିଁକି?’

କୋରାପୁଟରେ ମାଓ ବିରୋଧୀ ପୋଷ୍ଟର

ରାସ୍ତାରୁ ଉଠୁ ନାହାନ୍ତି ମହିଳା

ବରମୁଣ୍ଡା ବ୍ରିଜ୍‌ ତଳୁ ମିଳିଲା ଯୁବକଙ୍କ କ୍ଷତାକ୍ତ ମୃତଦେହ

୨୯ରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା

ଓଡ଼ିଶାରେ କରୋନା ସ୍ଥିତି: ଆଖି ବୁଜିଲେ ଆଉ ୧୬ କରୋନା ଆକ୍ରାନ୍ତ

ଦିନକରେ ଓଡ଼ିଶାରେ ୧,୬୩୩ କରୋନା ପଜିଟିଭ୍‌‌ ଚିହ୍ନଟ

ଟ୍ରକ୍‌କୁ ଧକ୍କା ଦେଲା ଟ୍ରକ୍‌, ଚାଲିଗଲା ୨ ଜୀବନ

ନିଖୋଜ ହୋଇଥିବା ବୀରମିତ୍ରପୁର ଥାନା ଦୁଷ୍କର୍ମ ପୀଡ଼ିତା ଉଦ୍ଧାର

You might also like