ଠାକୁରାଣୀଙ୍କ ପ୍ରସାଦ ଖାଇ ଶତାଧିକ ଲୋକ ଅସୁସ୍ଥ

ପଟ୍ଟାମୁଣ୍ଡାଇ(ପ୍ରବୀର ନାୟକ): ଠାକୁରାଣୀଙ୍କ ପ୍ରସାଦ ଖାଇ ଶତାଧିକ ଲୋକ ଅସୁସ୍ଥ ହୋଇଛନ୍ତି। ଅସୁସ୍ଥଙ୍କ ମଧ୍ୟରେ ଛୋଟ ପିଲା ମଧ୍ୟ ଅଛନ୍ତି। ସମସ୍ତଙ୍କୁ ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି। ଘଟଣାଟି ଘଟିଛି କେନ୍ଦ୍ରାପଡା ଜିଲ୍ଲା ରାଜନଗର ବ୍ଲକ ଅଞ୍ଚଳରେ ଘଟିଛି। ଗତକାଲି ରାତିରେ କୃଷ୍ଣନଗର ପଞ୍ଚାୟତ ପିଞ୍ଛାପାଟିଆ ଗାଁରେ ମନଶାଦେବୀ ଠାକୁରାଣୀ ମନ୍ଦିରରେ ଭୋଗ ହୋଇଥିଲା।

ସେହି ଭୋଗକୁ ଗାଁର ଶତାଧିକ ଲୋକ ଖାଇଥିଲେ। ଆଜି ସକାଳେ ସମସ୍ତଙ୍କୁ ଝାଡ଼ା, ବାନ୍ତି ଓ ମୁଣ୍ଡବିନ୍ଧା ହୋଇଥିଲା। ସମସ୍ତଙ୍କୁ ଡାଙ୍ଗମାଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ସମସ୍ତଙ୍କର ଚିକିତ୍ସା ଚାଲିଛି। ଅସୁସ୍ଥଙ୍କ ମଧ୍ୟରେ ଏକାଧିକ ଶିଶୁ ଅଛନ୍ତି। ସମସ୍ତଙ୍କୁ ମାଗଣାରେ ଚିକିତ୍ସା ସୁବିଧା ଯୋଗାଇ ଦିଆଯାଉଛି।

ଆହୁରି ପଢ଼ନ୍ତୁ

୩ ଘଣ୍ଟା ବିଳମ୍ବରେ ଆରମ୍ଭ ହେଲା ନାଗାର୍ଜୁନ ବେଶ

ନାଗାର୍ଜୁନ ବେଶ: ଦ୍ୱାର ଫିଟିଲା, ଦର୍ଶନ ଦେଲେ ପତିତ ଉଦ୍ଧାରକ ପତିତପାବନ

ମହାପ୍ରଭୁଙ୍କ ନାଗାର୍ଜୁନ ବେଶ ପଛରେ ରହିଛି ଏମିତି ରହସ୍ୟ

ଶ୍ରୀମନ୍ଦିରରେ ବିରଳ ଇତିହାସ ହୋଇ ରହିଯିବ ଏଥରର ଦୁର୍ଲଭ ନାଗାର୍ଜୁନ ବେଶ

‘କୁବେର ବାବୁ’ଙ୍କ ପୁଅକୁ ଧରିଲା ଭିଜିଲାନ୍ସ ଟିମ୍‌

ନୂଆ ନୁହେଁ ବିବାଦ, ପ୍ରସଙ୍ଗରୁ ବାହାରି ଆସିବାରେ ଅରୁଣ ସଫଳ !

ଅଫିସର୍‌ ନୁହଁନ୍ତି ତ ସାକ୍ଷାତ କୁବେର !

ନାଗାର୍ଜୁନ ବେଶ ଲାଗି ପୁରୀରେ ୧୪୪ ଧାରା ଜାରି

ପରୀ ହତ୍ୟା ଘଟଣା: ଅରୁଣ ସାହୁ କହିଲେ, ମୁଁ ହିଂସାରେ ବିଶ୍ୱାସ କରେନି

ପରୀ ହତ୍ୟା ମାମଲାରେ ମୁହଁ ଖୋଲିଲେ ମନ୍ତ୍ରୀ ଅରୁଣ ସାହୁ

‘ଅରୁଣ ସାହୁଙ୍କୁ ବହିଷ୍କାର କରା ନ ଗଲେ ଗୃହ ଚଳାଇ ଦେବୁନି’

ସମ୍ପନ୍ନ ହେଲା କାଳିଆର ଶେଷକୃତ୍ୟ

You might also like