କୁଆଡ଼ୁ ଆସିଲା ଏହି ଉଡ଼ନ୍ତା ବେଲୁନ୍‌ ?

ନୀଳଗିରି: ବାଲେଶ୍ଵର ଜିଲ୍ଲା ନୀଳଗିରି ବ୍ଲକ୍‌ ଅନ୍ତର୍ଗତ ତେଲିପାଳ ଅଞ୍ଚଳରେ ଏକ ଉଡ଼ନ୍ତା ବେଲୁନ୍‌କୁ ନେଇ ଏବେ ଆତଙ୍କ ସୃଷ୍ଟି ହୋଇଛି। ବେଲୁନ୍‌ରେ କିଛି ଯନ୍ତ୍ରାଂଶ, କ୍ୟାମେରା ଲାଗିଥିବା ଦେଖିବାକୁ ମିଳିଥିଲା। ଯାହାକୁ ନେଇ ସ୍ଥାନୀୟ ଲୋକେ ଭୟଭୀତ ହୋଇଯାଇଛନ୍ତି।

ସୂଚନା ଅନୁସାରେ, ଆଜି ସକାଳେ ତେଲିପାଳ ଅଞ୍ଚଳରେ ଏହି ଉଡ଼ନ୍ତା ବେଲୁନ୍ ଆସି ଏକ ଗଛରେ ଲାଗି ରହିବା ସହ ତଳେ ପଡ଼ି ଯାଇଥିଲା। ‌ବେଲୁନ୍‌ରେ କିଛି ଯନ୍ତ୍ରାଂଶ, କ୍ୟାମେରା ଲାଗିଥିବା ଦେଖିବାକୁ ମିଳିଛି।

ସ୍ଥାନୀୟ ଲୋକେ ଏ ନେଇ ପୋଲିସ୍‌କୁ ଖବର ଦେଇଥିଲେ। ଘଟଣାସ୍ଥଳରେ ବରହମ୍‌ପୁର ପୋଲିସ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏହି ବେଲୁନ୍ କେଉଁଠୁ ଆସିଲା ? କେଉଁ ଉଦ୍ଦେଶ୍ୟରେ ଏଭଳି ଯନ୍ତ୍ରାଂଶ, କ୍ୟାମେରା ଖଞ୍ଜା ଯାଇ ବେଲୁନ୍‌ ଉଡାଯାଉଥିଲା, ଏହାକୁ  ନେଇ ଖୋଳତାଡ଼ ଆରମ୍ଭ ହୋଇଛି।

ପଢ଼ନ୍ତୁ: ହଠାତ୍‌ ଆକାଶରୁ ଖସିଲା ବେଲୁନ୍‌, ଖଞ୍ଜା ଯାଇଥିଲା ଏହିସବୁ ଜିନିଷ…

ଆହୁରି ପଢ଼ନ୍ତୁ

ଇଞ୍ଜିନିୟର ଏବେ ଦିନ ମଜୁରିଆ; କୋଦାଳ ଧରି ମାଟି ବୋହିଲେ

ଜେଲ୍ ଗଲେ ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ପ୍ରଧାନ; ଆୟର ୨୪୧% ଥିଲା ବେଆଇନ

କୋଭିଡ୍‌-୧୯ ସୁସ୍ଥ ହେବା ପରେ କ’ଣ କରିବେ, ପରାମର୍ଶ ଦେଲା ସ୍ୱାସ୍ଥ୍ୟ ବିଭାଗ

କରୋନାରୁ ସୁସ୍ଥ ହେଲେ ୨୭୧୬ ଜଣ ଆକ୍ରାନ୍ତ

ରକ୍ତମୁଖା ପଡ଼ୋଶୀର ବିଭତ୍ସ କାଣ୍ଡ; ରକ୍ତରେ ଭିଜିଲା ଘର ଓ ଜମି

ଆସନ୍ତାକାଲି ସନ୍ଧ୍ୟା ୬ଟାରୁ ୬ଟା ୧୫ ମିନିଟ୍‌ ଯାଏଁ ବିଜୁଳି ନଜାଳିବାକୁ ଆହ୍ୱାନ

ଭାଙ୍ଗିଯାଇଛି ପୋଲ, ସମସ୍ୟାରେ ୬ଟି ଗାଁ

ନିଲମ୍ବିତ ହେଲେ ଗୁଣପୁର ତହସିଲଦାର

ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ୱେଲ୍ ମାର୍କରେ ପରିଣତ

ପଥର ଖାଦାନରେ ଚାଲାଣକୁ ନେଇ ମୁହାଁମୁହିଁ ପେସା ଓ ସିପିଆଇଏମ୍

ବାଲେଶ୍ୱର ଉପନିର୍ବାଚନ: ଆକର୍ଷଣ ସାଜିଛନ୍ତି ୯୦ ବର୍ଷର ବେଣୁଧର

ଦଳୀୟ ନେତାଙ୍କୁ ଗୁରୁମନ୍ତ୍ର ଦେଲେ ଚେଲ୍ଲାକୁମାର

You might also like