ପେଟ୍ରୋଲ ପାଇଁ ଲୋକଙ୍କ ଲମ୍ବା ଲାଇନ୍‌

ପୁରୀ: ସାମୁଦ୍ରିକ ଝଡ଼ ‘ଫୋନି’ର ତାଣ୍ଡବ ପୁରୀରେ ଅଧିକ ଦେଖିବାକୁ ମିଳିଛି। ଦୁଇ ଦିନ ପରେ ଏଠାରେ ସ୍ଥିତି ସ୍ୱାଭାବିକ ହୋଇନାହିଁ। ଏବେବି ଏଠାରେ ବିଦ୍ୟୁତ୍‌ ଯୋଗାଣ ବନ୍ଦ ରହିଛି।

ବିଦ୍ୟୁତ୍‌ ସରବରାହ ବନ୍ଦ ରହିବା ଯୋଗୁ ପେଟ୍ରୋଲ ପମ୍ପ ମଧ୍ୟ ବନ୍ଦ ରହିଛି। ଫଳରେ ଖୋଲାରେ ପେଟ୍ରୋଲ ବିକ୍ରି ହେଉଥିବା ପେଟ୍ରୋଲ ଦୋକାନରେ ଲୋକଙ୍କ ଭିଡ଼ ଦେଖିବାକୁ ମିଳିଛି। ପେଟ୍ରୋଲ ପାଇଁ ଲୋକଙ୍କୁ ଲମ୍ବା ଲାଇନ୍‌ରେ ଠିଆ ହେବାକୁ ପଡ଼ୁଛି।

ବିଭିନ୍ନ ସ୍ଥାନକୁ ଯିବାକୁ ଚାହୁଁଥିବା ଲୋକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।

ଆହୁରି ପଢ଼ନ୍ତୁ

ଆଜି ଭୁବନେଶ୍ୱରରୁ ୩୦୬ କରୋନା ପଜିଟିଭ୍ ଚିହ୍ନଟ

ଶିଶୁଙ୍କୁ କରୋନାରୁ ଆରୋଗ୍ୟ କରାଇବ ମା’କ୍ଷୀର

ପୋଲ ତଳକୁ ଖସି ପଡ଼ିଲା ୩୦ ଯବାନଙ୍କୁ ନେଇ ଯାଉଥିବା ବସ୍

ବିଦ୍ୟୁତ କାଟକୁ କେନ୍ଦ୍ର କରି କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

‘ଓଡ଼ିଶାର ସ୍ଵାସ୍ଥ୍ୟ ଠିକ୍ ନାହିଁ, ବିଗିଡ଼ିି ଯାଇଛି’

‘କରୋନା କଣ ଆମେ ଜାଣିନୁ’

‘ଉଦ୍ଦେଶ୍ୟମୂଳକ ଭାବେ ଓଟିଭିର ଛବି ମଳିନ କରିବାକୁ ଅପଚେଷ୍ଟା ହେଉଛି’

କଟକର ଏକ କୋଭିଡ୍ ହସ୍ପିଟାଲରେ ଅଗ୍ନିକାଣ୍ଡ

ପୋଖରୀରୁ ମିଳିଲା ନିଖୋଜ ମା’ଙ୍କ ସମ୍ପର୍କରେ ଅଭିଯୋଗ କରିବାକୁ ଆସିଥିବା ଝିଅର ମୃତଦେହ

୨୪ ଘଣ୍ଟାରେ ଓଡ଼ିଶାରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Corona Update In Odisha: ଦିନକରେ ୪,୨୪୨ ପଜିଟିଭ୍‌ ଚିହ୍ନଟ

ଦିଅର-ଭାଉଜଙ୍କ ବିବାହକୁ ବିରୋଧ: ଜୋତାମାଳ ପିନ୍ଧାଇ ଗାଁ ବୁଲାଇଲେ ଲୋକେ, ଭିଡିଓ ଭାଇରାଲ

You might also like