ହ୍ୱାଟ୍ସ ଆପରେ ମିଳିପାରିବ କରୋନା ତଥ୍ୟ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଛି ହ୍ୱାଟ୍ସ ଆପ୍ କୋଭିଡ୍ ହେଲପ୍ ଡେସ୍କ। ଯେଉଁଥିରେ ଲୋକଙ୍କୁ ରାଜ୍ୟରେ କରୋନା ସମ୍ପର୍କିତ ସମସ୍ତ ତଥ୍ୟ ମିଳି ପାରିବ। ଏହାସହ ଦେଶର ଅନ୍ୟ ରାଜ୍ୟ ସମ୍ପର୍କରେ ବି ତଥ୍ୟ ଉପଲବ୍ଧ ରହିଛି। ଲୋକେ statedashboard.odisha.gov.inକୁ ଯାଇ ସମସ୍ତ ତଥ୍ୟ ହାସଲ କରିପାରିବେ।

ଯଦି, ଆପଣ ଏହି ତଥ୍ୟକୁ ହ୍ୱାଟ୍ସ ଆପରେ ପାଇବାକୁ ଚାହୁଁଛନ୍ତି ତେବେ ଏନେଇ ବ୍ୟବସ୍ଥା ବି ରହିଛି।  ହ୍ୱାଟ୍ସ ଆପ୍‌ optionକୁ କ୍ଲିକ୍ କରିବା ପରେ ଏହା ଆପଣଙ୍କ ହ୍ୱାଟ୍ସ ଆପ୍ ସହ ସଂଯୋଗ ହେବ । ଆପଣ HI ପଠାଇବା ପରେ ପରବର୍ତ୍ତି ତଥ୍ୟ ଆପଣଙ୍କୁ ମିଳିବ।

ଏହାବ୍ୟତୀତ ସିଧାସଳଖ ଲୋକେ ୯୩୩୭୯ ୨୯୦୦୦ରେ HI ପଠାଇବା ପରେ ଆପଣଙ୍କୁ ଏନେଇ ସବୁ ତଥ୍ୟ ମିଳିପାରିବ।ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍ କରି ସବିଶେଷ ତଥ୍ୟ ଦେଇଛନ୍ତି। ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ଓ ଏହାସହ କଣ୍ଟେନମେଣ୍ଟ, କ୍ୱାରେଣ୍ଟିନ୍ ବ୍ୟବସ୍ଥା ସମ୍ପର୍କରେ ବି ତଥ୍ୟ ଏଥିରୁ ମିଳି ପାରିବ।

 

(

ଆହୁରି ପଢ଼ନ୍ତୁ

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

OLA ଡ୍ରାଇଭରଙ୍କ ହାତଗୋଡ଼ ବାନ୍ଧି କାର୍‌ ଡିକିରେ ଭର୍ତ୍ତି କରି ନେଉଥିଲେ; ଅଧା ବାଟରେ ଘଟିଲା ଏମିତି ଘଟଣା

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୫୨ କରୋନା ଆକ୍ରାନ୍ତ

ରାଜ୍ୟରେ ବଢ଼ିଲା ବିଦ୍ୟୁତ୍ ଦର

ବରିଷ୍ଠ IPS ସ୍ତରରେ ଅଦଳବଦଳ

୨୫ରୁ ପୁଣି ବର୍ଷା, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆଜି ଭୁବନେଶ୍ୱରରୁ ଚିହ୍ନଟ ହେଲେ ୩୦୧ କରୋନା ଆକ୍ରାନ୍ତ

ହାଇକୋର୍ଟଙ୍କ ନିର୍ଦ୍ଦେଶ: ଦୁଷ୍କର୍ମ ପୀଡ଼ିତାଙ୍କୁ ୫ ଲକ୍ଷ ଟଙ୍କା ଦିଅ

୫ ଶହ ଟଙ୍କା ପାଇଁ ନାବାଳକଙ୍କୁ ପିଟି ପିଟି ମାରିଦେଲେ !

ରହସ୍ୟ ଘେରରେ ମା’-ଝିଅଙ୍କ ମୃତ୍ୟୁ: ୪ ଦିନ ହେଲା ପଡ଼ି ରହିଛି ମୃତଦେହ

ବିଜେଡି ଛାଡ଼ିବା ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ଟାଣିଲେ ରବୀନ୍ଦ୍ର ଜେନା

You might also like