ପୁଲିସ ହେପାଜତରେ ପୁଣି ମୃତ୍ୟୁ ଅଭିଯୋଗ

ପଟ୍ଟାମୁଣ୍ଡାଇ  : ପୁଲିସ ହେପାଜତରେ ମୃତ୍ୟୁ ଆଶଙ୍କାକୁ ନେଇ ଉତ୍ତେଜନା । ଅଭିଯୋଗ ଆସିଛି କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ। ଅରଡପଲ୍ଲୀ ଗାଁର ଜଣେ ବ୍ୟକ୍ତିଙ୍କୁ ପୁଲିସ ପିଟିପିଟି ମାରିଦେଇଥିବା ଆଶଙ୍କା କରିଛନ୍ତି ପରିବାର ଲୋକେ।

ତାସହ ଗ୍ରାମବାସୀଙ୍କ ସହ ମିଶି ପଟ୍ଟାମୁଣ୍ଡାଇ ଥାନା ଘେରାଉ କରିଛନ୍ତି। ସୁଶାନ୍ତ ବେହେରା ଓରଫ୍ ମଙ୍ଗୁଳିକୁ ପୁଲିସ ଚୋରାମଦ କାରବାର ଅଭିଯୋଗରେ ଧରି ଆଣିଥିଲା। ତାପରଠୁ କୌଣସି ଖୋଜ ଖବର ମିଳୁନି ମଙ୍ଗୁଳିର।

ପୁଲିସର କହିବା କଥା, ଅସୁସ୍ଥ ହେବାରୁ ମଙ୍ଗୁଳିକୁ କେନ୍ଦ୍ରାପଡ଼ା ଓ ପରେ କଟକ ଏସ୍‌ସିବିକୁ ପଠାଯାଇଛି। ତେବେ ପରିବାର ଲୋକେ ପିଟି ପିଟି ହତ୍ୟା କରାଯାଇଥିବା ଆଶଙ୍କା କରି ପଟ୍ଟାମୁଣ୍ଡାଇ ଥାନା ଘେରାଉ କରିଛନ୍ତି। ଏହାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଛି।

ଆହୁରି ପଢ଼ନ୍ତୁ

ପୋଲିସ ପଞ୍ଝାରେ କଫ୍ ସିରପ୍ ମାଫିଆ ଜଗା, ୧୮ ଶହ ବୋତଲ ଜବତ

କୋରାପୁଟରୁ କଟକ: ପୂରଣ ହେଲା ଆଦିବାସୀ ଝିଅର ସଙ୍ଗୀତ ସ୍ଵପ୍ନ

ଦିନକରେ ସୁସ୍ଥ ହେଲେ ୪୦୧୮ କରୋନା ଆକ୍ରାନ୍ତ

Bhubaneswar Corona News: ଭୁବନେଶ୍ୱରରୁ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ, ୨୧୮ ଲୋକାଲ କେସ୍

ଶ୍ରୀକୃଷ୍ଣଙ୍କ ପ୍ରେମରେ ବାୟା ଋଷିଆନ୍ ଦମ୍ପତି

‘ବିଜେଡିର ବିରୋଧ ପଛରେ ସିବିଆଇ ରେଡ୍’

ବୋହୂର ପିଲାପିଲି ନହେବାରୁ ଶ୍ୱଶୁର ଭିଆଇଲା ଏଭଳି କାଣ୍ଡ

ରାଜ୍ୟରେ କାହିଁକି ବଢ଼ୁଛି କରୋନା ସଂକ୍ରମଣ?

ଡାକ୍ତରଖାନା ଷ୍ଟ୍ରେଚରରେ ରୋଗୀଙ୍କୁ ଶୁଆଇ ସହର ବୁଲିଲେ ସଂପର୍କୀୟ

ରାଜ୍ୟସଭାରେ କୃଷି ବିଲ୍‌କୁ ବିରୋଧ କଲା ବିଜେଡି

ଘର ଭିତରୁ ମିଳିଲା ବାଘର କଟା ମୁଣ୍ଡ, ଛାଲ

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

You might also like