କ୍ୱାରେଣ୍ଟିନ୍‌ ସେଣ୍ଟରରୁ ଖସି ପଳାଇଥିଲେ, ଧରାପଡ଼ିଲେ

ଝାରସୁଗୁଡ଼ା: ଝାରସୁଗୁଡ଼ାର ଏକ କ୍ୱାରେଣ୍ଟିନ ସେଣ୍ଟରରୁ ଚମ୍ପଟ ମାରିଥିବା ଜଣେ ଅପରାଧୀକୁ ପୋଲିସ ଗିରଫ କରିଛି। ଗିରଫ ବ୍ୟକ୍ତିଜଣକ ଗତକାଲି ରାତିରେ ସ୍ଥାନୀୟ ବିଟିଏମ ସ୍କୁଲ ପରିସରରେ ଥିବା କ୍ୱରେଣ୍ଟାଇନ ସେଣ୍ଟରରୁ ଫେରାର ହୋଇଯାଇଥିଲା ।

୧୦ଦିନ ତଳେ ରାଉରକେଲା ନାଲାରୋଡ ଅଞ୍ଚଳର ସମ୍ପୃକ୍ତ ଅପରାଧୀ ଜଣକ ଆସି ଝାରସୁଗୁଡା ସହରାଞ୍ଚଳର ସରବେର୍ଣ୍ଣାରେ ଲୁଚି ରହିଥିଲା । ସ୍ଥାନୀୟ ଲୋକଙ୍କ ବିରୋଧ ପରେ ବିଟିଏମ ଫାଣ୍ଡି ପୋଲିସ ସମ୍ପୃକ୍ତ ଯୁବକକୁ ଧରିନେଇ କ୍ୱାରେଣ୍ଟିନ ସେଣ୍ଟରରେ ରଖିଥିଲା । ସମ୍ପୃକ୍ତ ଯୁବକଙ୍କ ସ୍ୱାବ ଟେଷ୍ଟ ପାଇଁ ପଠାଯାଇ ଥିବା ବେଳେ ସେ କ୍ୱାରେଣ୍ଟିନ ସେଣ୍ଟରରୁ ଫେରାର ହୋଇଯାଇଥିଲେ । ଆଜି ତାଙ୍କୁ ଗିରଫ କରାଯାଇଛି।

ସୂଚନାଥାଉ କି, ଯୁବକ ଜଣକ ବିରୋଧରେ ସମ୍ବଲପୁର ଧନୁପାଲି ଥାନା ଅଞ୍ଚଳର ଏକ ଅପରାଧ ମାମଲା ଥିବା ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ

ଉପନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ତିର୍ତ୍ତୋଲବାସୀଙ୍କୁ ସରକାରଙ୍କ ଭେଟି

ଭୁବନେଶ୍ୱରରେ ଚୋରା ବନ୍ଧୁକ ଡିଲ୍‌ର ପର୍ଦ୍ଦାଫାସ

ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

୨୪ ଘଣ୍ଟାରେ ୪,୨୦୮ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

You might also like