ଓଡ଼ିଶାରେ ଆରମ୍ଭ ହେବ ପ୍ଲାଜମା ଥେରାପି ଚିକିତ୍ସା ପଦ୍ଧତି

ଭୁବନେଶ୍ୱର: କରୋନା ରୋଗୀଙ୍କ ପାଇଁ ଓଡ଼ିଶାରେ ଆରମ୍ଭ ହେବ ପ୍ଲାଜମା ଥେରାପି। ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ହୋଇଛି। ପ୍ଲାଜମା ଥେରାପିରେ ଚିକିତ୍ସା ପଦ୍ଧତି ନିରୂପଣ ପାଇଁ ବୈଷୟିକ କମିଟି ହେବ। ଚିକିତ୍ସା ପଦ୍ଧତି ନିରୂପଣ ଓ ସଫଳ ରୂପାୟନ ପାଇଁ ପ୍ରଥମେ ମାର୍ଗଦର୍ଶିକା ପ୍ରସ୍ତୁତ ହେବ।

ରାଜ୍ୟର ୪ଟି ପ୍ରମୁଖ ହସ୍ପିଟାଲରେ ଆରମ୍ଭ କରାଯିବ ପ୍ଲାଜମା ଥେରାପି ଚିକିତ୍ସା ପଦ୍ଧତି। ଏହି ହସ୍‌ପିଟାଲ୍‌ଗୁଡ଼ିକ ହେଲେ- କଟକ ଏସ୍‌ସିବି, ଅଶ୍ୱିନୀ, ଭୁବନେଶ୍ୱର ସମ୍ ଓ କିମ୍‌ସ ହସ୍‌ପିଟାଲ। ପ୍ଲାଜମା ଥେରାପି ସହ ରାଜ୍ୟରେ ପ୍ଲାଜମା ବ୍ୟାଙ୍କ ପ୍ରତିଷ୍ଠା ପାଇଁ ବି ନିଷ୍ପତ୍ତି ବୈଠକରେ ନିଷ୍ପତ୍ତି ହୋଇଛି।

ଅନ୍ୟପଟେ ଆଜି ରାଜ୍ୟରେ ୨୨୯ କୋଭିଡ୍-୧୯ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୧୪୯ ଜଣ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ଆକ୍ରାନ୍ତ ୯୫ ଜଣ ଓ ସର୍ବାଧିକ ୪୯ ଜଣ ସୁସ୍ଥ ହୋଇଛନ୍ତି।

ଆହୁରି ପଢ଼ନ୍ତୁ

ବୈଜୟନ୍ତ ପୁଣି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

ଉଚ୍ଛେଦ ହେଲା ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂର ଉଠା ଦୋକାନ

ଓଟିଭି ଏମ୍‌ଡିଙ୍କ ବିରୋଧରେ ପୁଣି ଏକ ଅଭିଯୋଗ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪, ୩୫୬ କରୋନା ଆକ୍ରାନ୍ତ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା‌

ଜବତ ହେଲା ବିପୁଳ ନକଲି କରୋନା ଔଷଧ

ବିଧାନସଭାର ମୌସୁମୀ ଅଧିବେଶନ; ରବିବାର ବି ଚାଲିବ ଗୃହକାର୍ଯ୍ୟ

ବିଧାନସଭା ମୌସୁମୀ ଅଧିବେଶନ; କଭରେଜ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କର ହେବ କରୋନା ଟେଷ୍ଟ

ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ଚିଠି ଲେଖିଲେ ନବୀନ

ନାଳରେ ପଶିଗଲା ଚଳନ୍ତା କାର

ବନ୍ଦ ହୋଇଯିବ କି ରାଜଧାନୀର ଦୋକାନ?

You might also like