ଆଇଜିଏଚ୍‌ରେ ଆରମ୍ଭ ହେବ ପ୍ଲାଜମା ଥେରାପି

ରାଉରକେଲା: ରାଉରକେଲା ଆଇଜିଏଚ୍‌ରେ ଆରମ୍ଭ ହେବ ପ୍ଲାଜମା ଥେରାପି।  ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଚିକିତ୍ସାଧୀନ ଥିବା ଗୁରୁତର କରୋନା ରୋଗୀଙ୍କୁ ଆଇଜିଏଚ୍‌ରେ ପ୍ଲାଜମା ଥେରାପି ଦିଆଯିବ।  ଏଥିପାଇଁ ସେଠାରେ ପ୍ଲାଜମା ବ୍ୟାଙ୍କ୍ ମଧ୍ୟ ପ୍ରତିଷ୍ଠା ହେବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଥିଲେ।

ଏଥିସହ ସଂକ୍ରମଣ ବହୁଳ ସୁନ୍ଦରଗଡ଼ ଜିଲ୍ଲାରେ କୋଭିଡ୍ ହସ୍ପିଟାଲ ଓ କୋଭିଡ୍ କେୟାର୍ ସେଣ୍ଟର ଭିତ୍ତିଭୂମି ବିକାଶ ପାଇଁ ୫ କୋଟି ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ମଞ୍ଜୁର କରାଯାଇଛି।  ଆହୁରି ୧୫କୋଟି ଟଙ୍କା କରୋନା ମୁକାବିଲା ପାଇଁ ଖର୍ଚ୍ଚ କରାଯିବା ପାଇଁ ଲକ୍ଷ୍ୟ ରଖିଛନ୍ତି ଜିଲ୍ଲାପାଳ । ରାଉରକେଲାରେ କୋଭିଡ୍ କେୟାର ସେଣ୍ଟର ବେଡ୍ ସଂଖ୍ୟା ୭୦୦ରୁ ୧୭ ଶହକୁ ବୃଦ୍ଧି କରାଯିବ ବୋଲି ବୋଲି ଘୋଷଣା ହୋଇଛି ।

ଆହୁରି ପଢ଼ନ୍ତୁ

ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ; ତଦନ୍ତରେ ଶିଥିଳତାକୁ ନେଇ ଅସନ୍ତୋଷ ହାଇକୋର୍ଟ

ବିରୋଧୀଙ୍କ ବିରୋଧ ସତ୍ତ୍ୱେ ଓଡ଼ିଶା ସଂକ୍ରାମକ ରୋଗ ସଂଶୋଧନ ବିଲ୍ ପାରିତ

ଦିନକରେ ୪୨୧୯ କରୋନା ଆକ୍ରାନ୍ତ ସୁସ୍ଥ

ଅନୁସୂଚିତ ଜାତିଙ୍କ ଜମି ହଡ଼ପ ଅଭିଯୋଗ ଆଣିଲେ ପ୍ରଦୀପ ମାଝୀ

ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନ ବିରୋଧରେ ABVP ଛାତ୍ରଙ୍କ ବିକ୍ଷୋଭ

ଭୁବନେଶ୍ୱରର ଏହି ସ୍ଥାନରୁ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ

କୋଭିଡ-୧୯ ପରିଚାଳନା ନେଇ ସରକାରଙ୍କୁ ବିରୋଧୀଙ୍କ ଟାର୍ଗେଟ୍

ମା’ ଦୁର୍ଗାଙ୍କ ମୂର୍ତ୍ତି ଉଚ୍ଚତା କେତେ ହେବ ? ଶୁଣାଣି ୯କୁ ଘୁଞ୍ଚିଲା

ଲଘୁଚାପ ସମ୍ଭାବନା; ଏହି ସବୁ ଜିଲ୍ଲା ପାଇଁ ରହିଛି ସତର୍କ ସୂଚନା

ବ୍ରହ୍ମୋସ୍‌ର ସଫଳ ପରୀକ୍ଷଣ

୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୧୪ କରୋନା ରୋଗୀ

ଦିନକରେ ଓଡ଼ିଶାରେ ୩,୪୪୩ କରୋନା ପଜିଟିଭ୍‌ ଚିହ୍ନଟ, ଲୋକାଲ୍‌ କେସ୍‌ କେବଳ ୧,୪୨୬

You might also like