ଅକ୍ଟୋବର ୨ରୁ ସାରା ରାଜ୍ୟରେ ପ୍ଲାଷ୍ଟିକ ବନ୍ଦ

ଭୁବନେଶ୍ୱର: ପ୍ଲାଷ୍ଟିକ୍ ବ୍ୟବହାର ଉପରେ ଏବେ ରାଜ୍ୟରେ କଟକଣା ଲାଗିବ।  ଆସନ୍ତା ଅକ୍ଟୋବର ୨ରୁ ସାରା ରାଜ୍ୟରେ ବ୍ୟାନ୍ ହେବ ପ୍ଲାଷ୍ଟିକ। ଆଜି ଏନେଇ ବିଧିବଦ୍ଧ ଭାବେ ସୂଚନା ଦେଇଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ।

ସହରାଞ୍ଚଳ ସମେତ ରାଜ୍ୟର ଅନ୍ୟ ଅଞ୍ଚଳରେ ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ୍ ଉପରେ ରୋକ ଲାଗିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ପରେ ଏହାକୁ କାର୍ଯ୍ୟକାରୀ କରାଯିବ। ଏହାପୂର୍ବରୁ ସ୍ୱାଧୀନତା ଦିବସ ଦିନ ପ୍ଲାଷ୍ଟିକ ବ୍ୟାନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲ୍ କିଲ୍ଲାରୁ ଆହ୍ୱାନ କରିଥିଲେ।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

ବୈଜୟନ୍ତ ପୁଣି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

ଉଚ୍ଛେଦ ହେଲା ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂର ଉଠା ଦୋକାନ

ଓଟିଭି ଏମ୍‌ଡିଙ୍କ ବିରୋଧରେ ପୁଣି ଏକ ଅଭିଯୋଗ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪, ୩୫୬ କରୋନା ଆକ୍ରାନ୍ତ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା‌

ଜବତ ହେଲା ବିପୁଳ ନକଲି କରୋନା ଔଷଧ

ବିଧାନସଭାର ମୌସୁମୀ ଅଧିବେଶନ; ରବିବାର ବି ଚାଲିବ ଗୃହକାର୍ଯ୍ୟ

ବିଧାନସଭା ମୌସୁମୀ ଅଧିବେଶନ; କଭରେଜ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କର ହେବ କରୋନା ଟେଷ୍ଟ

ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ଚିଠି ଲେଖିଲେ ନବୀନ

ନାଳରେ ପଶିଗଲା ଚଳନ୍ତା କାର

You might also like