କୋରାପୁଟର ଏହି ୩ ଝିଅଙ୍କ ପାଖକୁ ଆସିଛି ପ୍ରଧାନମନ୍ତ୍ରୀ ମୋଦିଙ୍କ ଚିଠି

କୋରାପୁଟ: କୋରାପୁଟ ଜିଲ୍ଲା ବୈପାରୀଗୁଡ଼ାର ଟି. ପ୍ରମୋଦ ପାତ୍ରଙ୍କ ଘରେ ଖୁସିର ଲହରି। କାରଣ  ପ୍ରମୋଦଙ୍କ ଘରକୁ ଆସିଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ତାଙ୍କର ତିନି ଝିଅଙ୍କ ପାଖକୁ ଚିଠି ଲେଖି ଧନ୍ୟବାଦ ଜାଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

ପ୍ରମୋଦଙ୍କ ତିନି ଝିଅ ଶ୍ରୀୟା, ସୁମନ ଓ ଶିବାନୀ ପ୍ରଧାନମନ୍ତ୍ରୀଙ୍କ ପାଇଁ ରାକ୍ଷୀ ପଠାଇଥିଲେ। ମୋଦି ସେହି ରାକ୍ଷୀ ପାଇବା ପରେ ବହୁତ ଖୁସି ପ୍ରକାଶ କରି ପ୍ରମୋଦଙ୍କ ତିନି ଝିଅଙ୍କୁ ଚିଠି ଲେଖି ଧନ୍ୟବାଦ ଦେଇଛନ୍ତି।  ରାକ୍ଷୀ ପୂର୍ଣ୍ଣିମା ଯିବାର ଏତେ ଦିନ ପରେ ମୋଦିଙ୍କ ଚିଠି ପାଇଥିବାରୁ ପ୍ରମୋଦଙ୍କ ପରିବାର ବହୁତ ଆନନ୍ଦିତ।

ଆହୁରି ପଢ଼ନ୍ତୁ

ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

୨୪ ଘଣ୍ଟାରେ ୪,୨୦୮ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

You might also like